ଗଞ୍ଜାମ ଥାନା ପୋଲିସ ପକ୍ଷରୁ ମାସ୍କ, ହେଲ୍‌ମେଟ ଯାଞ୍ଚ

ଗଞ୍ଜାମ,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଆସିବା ପରଠାରୁ ପ୍ରଶାସନର ନିଦ ହଜିଯାଇଛି। ଏହାର ମୁକାବିଲା ନିମନ୍ତେ ଏବେ ଲୋକଙ୍କୁ ସଚେତନତା ହେବା ଜରୁରୀ ହୋଇପଡ଼ିଛି। ଜିଲା ଉଚ୍ଚ ପ୍ରଶାସନର ନିଦ୍ଦେର୍ର୍ଶକ୍ରମେ ମାକ୍ସ ଓ ହେଲିମେଟ ଯାଞ୍ଚକୁ କଡ଼ାକଡ଼ି କରିଛି ଗଞ୍ଜାମ ଥାନା ପୋଲିସ l ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁଙ୍କ ନେତୃତ୍ୱରେ ଦିନକୁ ପ୍ରାୟ ୩ଥର ସହରରେ ପାଟ୍ରୋଲିଂ କରୁଛି। ଏଥିସହ ଅମାନିଆଙ୍କଠାରୁ ଫାଇନ୍‌ ମଧ୍ୟ ଆଦାୟ କରାଯାଉଛି। ଅନ୍ୟପଟେ ଗଞ୍ଜାମ ଏନ୍‌ଏସି ପ୍ରଶାସନର କୌଣସି ସଚେତନତା କରାଯାଉନି l ଏନ୍‌ଏସି ସଚେତନ ଧର୍ମକୁ ଆଖି ଠାର ବୋଲି ସହରରେ ଚର୍ଚ୍ଚା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?