ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ କରାଯାଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ୍‌ ଯୋଗେ ଭଞ୍ଜନଗର ପୋଲିସ ଉପଖଣ୍ଡ ସ୍ତରରେ ୧୩୫, ପୁରୁଷୋତ୍ତମପୁର ଉପଖଣ୍ଡ ସ୍ତରରେ ୧୧୧, ଆସିକା ଉପଖଣ୍ଡ ସ୍ତରରେ ୧୦୯ ଏବଂ ଛତ୍ରପୁର ଉପଖଣ୍ଡ ସ୍ତର୍‌ରେ ୮୯ଟି ଓ୍ବାରେଣ୍ଟିକୁ ଧରାଯାଇଛି। ସେହିପରି ଛତ୍ରପୁର ଥାନା ପକ୍ଷରୁ ୨୫, ଖଲ୍ଲିକୋଟ ୩୩, ରମ୍ଭା ୮, ଗଞ୍ଜାମ ୧୧, ଚମାଖଣ୍ଡି ୧୨, ପୁରୁଷୋତ୍ତମପୁର ୩୦, କବିସୂର୍ଯ୍ୟନଗର ୧୬, ପୋଲସରା ୪୪, କୋଦଳା ୧୬, ବେଗୁନିଆପଡ଼ା ୫, ଆସିକା ୧୮, ହିଞ୍ଜିଳି ୨୫, କୋଟିନଡା ୧୭, ଧରାକୋଟ ୧୪, ସୋରଡ଼ା ୮, ବରଗଡ଼ ୯, ପାଟପୁର ୧୨, ଶେରଗଡ଼ ୩, ଭଞ୍ଜନଗର ୧୮, ବୁଗୁଡ଼ା ୨୩, ଗାଙ୍ଗପୁର ୨୬, ବେଲଗୁଣ୍ଠା ୧୬, ଜଗନ୍ନାଥପ୍ରସାଦ ୨୩, ତାରସିଂ ୨୯ ଓ ବେଲଗାଁ ଥାନା ପକ୍ଷରୁ ୩ଟି ଓ୍ବାରେଣ୍ଟି ଧରାଯାଇ କାର୍ଯ୍ୟକାରୀ କରାଯାଇଛି। ଏପରି ସ୍ବତନ୍ତ୍ର ଡ୍ରାଇଭ୍‌ ଆସନ୍ତା ଦିନରେ ଚାଲୁ ରହିବ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?