ବିନା ମାସ୍କଧାରୀଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାରଠାରୁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ନ ପିନ୍ଧି ଥିବା ଲେକଙ୍କଠାରୁ ୧ ଲକ୍ଷ ୨୯ ହଜାର ୯ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ଏଥିସହ ସାମାଜିକ ଦୂରତା ଉଲ୍ଲଂଘନ ନେଇ ୧ ହଜାର ଟଙ୍କା ଓ ନାଇଟ କରଫ୍ୟୁ ଉଲ୍ଲଘଂନ ବାବଦରେ ୫ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ବେଆଇନ ମଦ କାରବାର ଉପରେ ଚଢ଼ାଉ କରାଯାଇ ୧୦ ଜଣଙ୍କୁ ଗିରଫ ସହ ଏମାନଙ୍କଠାରୁ ୪୯୫.୨ ଲିଟର ମଦ ଜବତ ହୋଇଛି। ଏନେଇ ଗୁରୁବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri