୧୬୦ ଚୋରି ମୋବାଇଲ ଜବତ କଲାଣି ଗଞ୍ଜାମ ପୋଲିସ

ଛତ୍ରପୁର,୪।୧୦(ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ମୋବାଇଲ ଚୋରି ଉପରେ ଧରପଗଡ଼ କରି ସଫଳତା ପାଇଛି। ସେପ୍ଟେମ୍ବର ୩୦ତାରିଖ ସୁଦ୍ଧା ମୋବାଇଲ ହଜିବା ଓ ଚୋରି ନେଇ ବିଭିନ୍ନ ଥାନାରେ ୧୪୮ ଟି ମାମଲା ରୁଜୁ ହୋଇଥିଲା। ଏନେଇ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଓ ତଦନ୍ତ କରି ବର୍ତ୍ତମାନ ସୁଦ୍ଧା ୧୬୦ଟି ମୋବାଇଲ ଜବତ କରିବାରେ ସକ୍ଷମ ହୋଇଛି। ବିଭିନ୍ନ ଥାନା ପୋଲିସ ଜବତ ମୋବାଇଲକୁ ସେମାନଙ୍କ ପ୍ରକୃତ ମାଲିକଙ୍କୁ ହସ୍ତାନ୍ତର କରିଛନ୍ତି ବୋଲି ଗଞ୍ଜାମ ଏସପିଙ୍କ କାର୍ଯ୍ୟଳୟ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ

ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍‌ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି। ଖବର ପାଇ...

ଘୁ.ଉଦୟଗିରିରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ

ଘୁ.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଆଲୋକର ପର୍ବ ପବିତ୍ର ଦୀପାବଳୀ ଅବସରରେ ସ୍ଥାନୀୟ ବନ୍ଧ ଛକ ପୂଜା ମଣ୍ଡପରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଚଳିତ...

ବାପ-ପୁଅ ହତ୍ୟା ମାମଲା: ଧରାପଡ଼ିଲେ ୪ ଅଭିଯୁକ୍ତ

ପୁରୀ,୩୧।୧୦(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ସମଙ୍ଗରାରେ ଘଟିଥିବା ଡବଲ ମର୍ଡର ଘଟଣାରେ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁରୀ ପୋଲିସ l ଗିରଫ...

ପୁରୀରେ ବାଣ ବସ୍ଫୋରଣ: ୩ ଗୁରୁତର

ପୁରୀ,୩୧।୧(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ଥାନା ଅଧୀନ ବାଟଗାଁ ରାଉତ ସାହିରେ ଗୁରୁବାର ବାଣ ବିସ୍ଫୋରଣ ହୋଇ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମଧ୍ୟରେ...

ମାର୍ଶାଲଆର୍ଟ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ

ଅନୁଗୋଳ ଅଫିସ,୩୧।୧୦(ମାନସ ବିଶ୍ୱାଳ): ଅନ୍ତର୍ଜାତୀୟ ୪ର୍ଥ ବିଶ୍ୱ ସ୍କୋଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା ଉଜବେଗିସ୍ଥାନରେ ନଭେମ୍ବର ୨ରୁ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉକ୍ତ ପ୍ରତିଯୋଗିତାରେ...

ଦୀପାବଳିରେ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ନଭେମ୍ବର ୧ରୁ ଖୋଲିବ କୁଲଡିହା ଅଭୟାରଣ୍ୟ

ନୀଳଗିରି,୩୧।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଦୀପାବଳିରେ ଆସିଲା ଏକ ଖୁସି ଖବର। ବର୍ଷା ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ...

ଦୀପାବଳିରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ଚାଲିଗଲା ଦୁଇ ବାଇକ୍‌ ଆରୋହୀଙ୍କ ଜୀବନ

କେନ୍ଦୁଝର,୩୧।୧୦: ଆଜି ଆଲୋକର ପର୍ବ ଦିପାବଳି। ସବୁଟି ଉତ୍ସବର ମାହୋଲ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ଝୁମ୍ପୁରା ଥାନା ରାଜାବସା ନିକଟରେ...

ବ୍ରିଜ ଉପରୁ ଜଳଭଣ୍ଡାରକୁ ଡେଇଁ ପଡ଼ିଲେ ମହିଳା

କୋରାପୁଟ,୩୧।୧୦: କୋରାପୁଟ ଜିଲା ଦୁରୁଗୁଡ଼ା ନିକଟରେ ଗୁରୁବାର ବ୍ରିଜ ଉପରୁ ଜଣେ ମହିଳା କୋଲାବ ଜଳଭଣ୍ଡାରକୁ ଡେଇଁ ପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri