ଇ-ଅଫିସ ଆରମ୍ଭ କଲା ଗଞ୍ଜାମ ପୋଲିସ: ଲୋକଙ୍କୁ ମିଳିବ ଉତ୍ତମ ସେବା

ଛତ୍ରପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବୁଧବାର ଇ-ଅଫିସର ଶୁଭାରମ୍ଭ ହୋଇଛି। ଏହାଫଳରେ ଜନସାଧାରଣଙ୍କୁ ଖୁବ୍‌ଶୀଘ୍ର ଉତ୍ତମ ସେବା ମିଳିପାରିବ ବୋଲି ଏକ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ କହିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ ପାଇଁ ଡିପିଓ ଅଫିସରେ ଏହି ପଦକ୍ଷେପ ନିଆଯାଇଛି। ଏଥିପାଇଁ ସ୍ବତନ୍ତ୍ର ପ୍ରକୋଷ୍ଠର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ

ଛେଣ୍ଡିପଦା,୨୦।୬(ଡି.ଏନ୍‌.ଏ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ପାତ୍ରପଡା ଗଁା ନିକଟରେ ଗୁରୁବାର ସକାଳେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି।...

ଯାତ୍ରା ନ ହେଲେ କ’ଣ ହେବ ତିନିରଥ

ପୁରୀ ଅଫିସ,୧୯ା୬: ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଏଥର ରଥଯାତ୍ରା ହେବ ନାହିଁ। ରାଜ୍ୟ କ୍ୟାବିନେଟ ମଧ୍ୟ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବା ଲାଗି ନିଷ୍ପତ୍ତି ନେଇଛି।...

ସିଆର୍‌ପିଏଫ୍‌ କ୍ୟାମ୍ପରେ ସ୍ବାଧୀନତା ଦିବସ, ରକ୍ଷାବନ୍ଧନ

ରାୟଗଡ଼ା ଅଫିସ, ୧୫।୮- ରାୟଗଡାସ୍ଥିତ ସିଆର୍‌ପିଏଫ୍‌ର ୪ର୍ଥ ବାଟାଲିୟନ କ୍ୟାମ୍ପରେ ଗୁରୁବାର ସ୍ବାଦୀନତା ଦିବସ ଓ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଛି। ୪ର୍ଥ ବାଟାଲିୟନ କମାଣ୍ଡାଣ୍ଟ...

ଟ୍ରକ୍‌ -ବାଇକ ମୁହାଁମୁହିଁ ଧକ୍କା: ଜଳିଗଲା ଟ୍ରକ୍‌,ବାଇକ

ବୋରିଗୁମ୍ମା,୧୧।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା- କୋଟପାଡ଼ ୬୩ ନଂ. ଜାତୀୟ ରାଜପଥ ଶଶାହାଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଟ୍ରକ୍‌ -ବାଇକ ଧକ୍କା ହୋଇ ଟ୍ରକ୍‌,ବାଇକ...

ଧାନର ଅଭାବୀ ବିକ୍ରି ଅଭିଯୋଗ: ଜିଲା ଯୋଗାଣ ଅଧିକାରୀଙ୍କଠାରେ ଅଭିଯୋଗ କଲେ ଚାଷୀ

ବାଲେଶ୍ୱର ଅଫିସ, ୫।୨-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସା ଅଞ୍ଚଳର କସିପଦା ସେବା ସମବାୟ ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ...

ଆମ୍ବ, ପରିବା ଚାଷ ଦେଇଛି ରୋଜଗାର

ଫିରିଙ୍ଗିଆ, ୧୦ା୬-ଚାଷ କରି ଆତ୍ମ ନିର୍ଭରଶୀଳ ହୋଇ ପାରିଥିଲେ ମଧ୍ୟ ଦିନକୁ ଦିନ ପାଣି ସମସ୍ୟା ଏଥିରେ ଅନ୍ତରାୟ ସାଜୁଛି। ନଦୀ, ଚୂଆରୁ ପାଣି ଆଣି...

ଅଧାରେ ଅଟକିଛି ଅରଡେଇ ପୋଲ କାମ

କେନ୍ଦୁଝର, ୩୧ା୫(ଡି.ଏନ୍‌.ଏ.)-ଭିତ୍ତିପ୍ରସ୍ତର ସ୍ଥାପନକୁ ଅଢେଇବର୍ଷ ହୋଇଗଲାଣି। କିନ୍ତୁ ଜାମୁଡିହା-ବିସ୍ତାପାଳ ରାସ୍ତାର ଅରଡେଇ ନଦୀ ଉପରେ ପୋଲ କାମ ଅଧା ବି ହୋଇନାହିଁ। ତେଣୁ ଧାର୍ଯ୍ୟ ସମୟ...

ପୁଣି ଜନବସତିରେ ପଶିଲା ନରହନ୍ତା ହାତୀ

ପରଜଙ୍ଗ, ୨୫।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନରେ ତାଣ୍ଡବ ସୃଷ୍ଟି କରିଥିବା ନରହନ୍ତା ଦନ୍ତାର ହିଂସ୍ର ଆଚରଣ ବଢ଼ିବାରେ...

Coronavirus Update


Archives

Model This Week

Why Dharitri