ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ପିନ୍ଧି ନ ଥିବା ଅମାନିଆଙ୍କଠାରୁ ୧ ଲକ୍ଷ ୫୬ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଏଥିସହ ନାଇଟ୍‌ କର୍ଫ୍ୟୁ ଉଲ୍ଲଂଘନ ନେଇ ୧୫୦୦ ଟଙ୍କା ଜରିମାନା ଆଦାୟ ହୋଇଥିବାବେଳେ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇ ୫ ଜଣଙ୍କୁ ଗିରଫ କରାଯିବା ସହ ୭ ହଜାର ୨୦ ଟଙ୍କା ଜବତ ହୋଇଛି। ସେହିପରି ୧୦୧.୬ ଲିଟର ମଦ ଜବତ ସହ ଏଥିରେ ସମ୍ପୃକ୍ତ ୯ ଜଣଙ୍କୁ ପୋଲିସ ଗିରଫ କରିଛି। ମଙ୍ଗଳବାର ଏସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟକରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ପହଞ୍ଚିଲେ ୩୨ କେରଳଫେରନ୍ତା: ୨ ଜଣଙ୍କୁ ଜ୍ୱର

  ଗୁଣପୁର,୩ା୫(ଡି.ଏନ୍‌.ଏ.): କେରଳରୁ ୩୨ ଜଣ ଶ୍ରମିକ ରବିବାର ରାୟଗଡ଼ା ଜିଲାର ଗୁଣପୁର ଅଞ୍ଚଳକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳର ୬...

୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍‌

ସଜନାଗଡ଼,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ...

୪୧,୮୭୫ ନମୁନାରୁ ଜଣେ ଚିହ୍ନଟ

ଢେଙ୍କାନାଳ ଅଫିସ, ୨୬।୪ ଏକଦା ମ୍ୟାଲେରିଆପ୍ରବଣ ଭାବେ ଦୁର୍ନାମ ମୁଣ୍ଡାଇଥିଲା ଶିଳ୍ପ ଜିଲା ଢେଙ୍କାନାଳ। ତେବେ ରାଜ୍ୟ ସରକାର ଏବଂ ସ୍ବାସ୍ଥ୍ୟ ବିଭାଗର ଅନବରତ ପ୍ରୟାସ...

ବାତିଲ୍‌ ହେଲା ଫେରିଘାଟ ନିଲାମ

ଚାନ୍ଦବାଲି, ୨୬।୧୧ (ଡି.ଏନ.ଏ.)- ଭଦ୍ରକ ଜିଲାର ଚାନ୍ଦବାଲି ଓ ବାସୁଦେବପୁର ବ୍ଲକ ସୀମା ଦେଇ ବହି ଯାଇଥିବା ମନ୍ତେଈ ନଦୀର ବାଲିଆପାଳ ଫେରିଘାଟ ନିଲାମକୁ ନେଇ...

କୃଷ୍ଣପ୍ରସାଦ ପଞ୍ଚାୟତ ସମିତି ଅଧିବେଶନ: ବିକାଶ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ

କୃଷ୍ଣପ୍ରସାଦ,୧ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ପଞ୍ଚାୟତ ସମିତିର ୬ଷ୍ଠ ବାର୍ଷିକ ଅଧିବେଶନ ବୁଧବାର ପଞ୍ଚାୟତ ସମିତି ସଭାଗୃହରେ ଅଧ୍ୟକ୍ଷା ସୌଦାମିନୀ ମାନସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି...

ସମ୍ମାନ ରକ୍ଷା ପାଇଁ ଭାଜପା ଲଢ଼ିବ

କେନ୍ଦ୍ରାପଡ଼ା ଅଫିସ, ୨୪ା୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ...

ହଂସପୁର ଗ୍ରାମରେ ୭୦୦ଶହ ଲୋକଙ୍କ ପାଇଁ ଚାଲିଥିଲା ଭୋଜି: ଖାଇବାକୁ ବସିବା ବେଳେ ପ୍ରଶାସନର ଚଢ଼ାଉ, ଛତ୍ରଭଙ୍ଗ କଲେ ଲୋକେ

ଛତ୍ରପୁର, ୨୩।୪(ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ଅଧୀନ ହଂସପୁର ଗାଁରେ ବୁଧବାର ରାତିରେ ୭୦୦ ଲୋକଙ୍କ ପାଇଁ ଭୋଜି ରନ୍ଧା ସରିଥିଲା। ଏପରିକି...

ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍‌ବେଷ୍ଟସ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା...

Advertisement
Archives

Model This Week