ଲଜ୍‌ରେ ଅତର୍କିତ ଚଢ଼ାଉ, କାଗଜପତ୍ର ଯାଞ୍ଚ କରୁଛି ପୋଲିସ

ଗଞ୍ଜାମ,୭।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଥିବା ଲଜ୍‌ ଓ ରେସିଡେନ୍ସିଗୁଡିକରେ ଗଞ୍ଜାମ ପୋଲିସର ଚଢ଼ାଉ ଜାରି ରହିଛି l ପୋଲିସର ଅଚାନକ ଚଢ଼ାଉକୁ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଥିଲେ ମଧ୍ୟ ଲଜ୍‌ମାଲିକଙ୍କ ମଧ୍ୟରେ ଛନକା ପଶି ଯାଇଛି।

ଗତକାଲି ପୋଲିସ ତ୍ରିବେଣୀ ମଠ ଛକସ୍ଥିତ ରେସିଡେନ୍ସି ଓ ରାଜପଥ ପାଶ୍ୱର୍ର୍ରେ ଥିବା ଲଜ୍‌ରେ ଅତର୍କିତ ଚଢ଼ାଉ କରି କାଗଜପତ୍ର ଓ ରେଜିଷ୍ଟର ଯାଞ୍ଚ କରିଥିଲା। ଚଢ଼ାଉ ବେଳେ ଲଜ୍‌ ମାଲିକମାନେ ଅନୁପସ୍ଥିତ ଯୋଗୁ ବିଭିନ୍ନ କାଗଜପତ୍ର ଥାନାରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆଇଆଇସି ସୁମିତ୍ରା ପାତ୍ର l

ସୂଚନାଯୋଗ୍ୟ, ଗତ ମାସ ୧୬ରେ ତ୍ରିବେଣୀ ମଠ ଛକ ସ୍ଥିତ ଏକ ରେସିଡେନ୍ସର ଭଡା ଘରୁ ଜଣେ ବିହାରୀ ଯୁବକଙ୍କ ସନ୍ଦେହ ଜନକ ଭବେ ମୃତଦେହ ଜବତ କରାଯାଇଥିଲା l ମୃତକଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ l ଉକ୍ତ ଘଟଣାର ପୋଲିସ ଛାନଭିନ୍ନ ଜାରି ରଖିଛି l


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri