ଗଞ୍ଜାମ ପୋଲିସର ରାତି ଅଧିଆ ଚଢ଼ାଉ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବିଭିନ୍ନ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଅସାମାଜିକଙ୍କୁ ସାବାଡ଼ କରିଛନ୍ତି ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ। ଏନେଇ ଦାମୋଦରପୁର ସ୍ଥିତ ଗଞ୍ଜାମ ମହାବିଦ୍ୟାଳୟ ଖେଳ ପଡିଆ ଓ କଲେଜ ରୋଡ୍‌ରେ ଅସାମାଜିକଙ୍କ ଭିଡ଼ ଜମୁଥିବା ଖବର ପାଇ ଆଇଆଇସି ସାହୁ ଅଚାନକ ରାତି ଅଧିଆ ଚଢ଼ାଉ କରି ୪ଟି ବାଇକ୍‌ ଓ କିଛି ବ୍ୟକ୍ତିଙ୍କୁ ଥାନାକୁ ଉଠାଇ ଆଣି ସେମାନଙ୍କଠାରୁ ଜରିମାନା ଆଦାୟ କରି ତାଗିଦ୍‌ କରି ଛାଡ଼ିଛନ୍ତି। ଅସାମାଜିକଙ୍କୁ ସାବାଡ଼ କରାଯିବା ପ୍ରକ୍ରିୟା ଜାରି ରହିବ ବୋଲି ଆଇଆଇସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ଭାସି ଯାଇଥିଲେ ଯୁବକ: ମିଳିଲା ମୃତଦେହ

ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ଗ୍ରାମ ଦେଇଯାଇଥିବା ବୈତରଣୀ ନଦୀରେ ମାଛ ଧରିବାକୁ ଯାଇ ସୋମବାର ଜଣେ ଯୁବକ ଭାସି ଯାଇଥିଲେ। ମଙ୍ଗଳବାର...

ଶୁଖିଲା ପଡ଼ିଛି କେନାଲ, ପାଣି ଛାଡ଼ିବାକୁ ଦାବି

ପଟ୍ଟାମୁଣ୍ଡାଇ,୩।୫(ସ୍ବ.ପ୍ର.): କଟକ ଜିଲା ଜଗତପୁର ମହାନଦୀ ବ୍ୟାରେଜରୁ ବାହାରି ଥିବା ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛାଡିବାକୁ ଚାଷୀମାନେ ଦାବି କରିଛନ୍ତି। ମୁଖ୍ୟ କେନାଲରେ ପାଣି...

ଜିଲାଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ଜୟପୁର,୨୬।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ୫ ବ୍ଲକର ଶତାଧିକ ଚାଷୀ ମଙ୍ଗଳବାର ଜିଲାଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଟୋକନ ଏବଂ ଜଳସେଚିତ, ଅଣ...

ସଦ୍ୟ ନିୟମିତ ଶିକ୍ଷକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ରଣପୁର,୨୯ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରବିବାର ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ...

ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ

ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ...

ପ୍ରଶାସନର ରନ୍ଧାଖାଦ୍ୟ ଲୋକଙ୍କୁ ଭରସା

ଦେବଗଡ,୧୦ା୪(ଡି.ଏନ.ଏ.):ଦେବଗଡ଼ ଜିଲାର ୩ଟି ବ୍ଲକର ୫୮ଟି ପଞ୍ଚାୟତରେ ୨୨୦୯ ଏବଂ ପୌରାଞ୍ଚଳର ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ...

ଭୁଶୁଡ଼ିଲା ଆଉ ଏକ ଡିପ୍‌ଓ୍ବେଲ; ଦେଢ଼କୋଟି ଟଙ୍କାର ପ୍ରକଳ୍ପ ଅଚଳ

ପରଜଙ୍ଗ, ୧୯।୮(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କଡ଼ାସୋଡ଼ା ଗ୍ରାମରେ ‘ବସୁଧା’ ଯୋଜନାରେ ନିର୍ମିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍‌ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି। ଗତ...

ଅଗ୍ନିକାଣ୍ଡ: ୬ ଗୋରୁ ଜୀବନ୍ତ ଦଗ୍ଧ

ଧାମନଗର, ୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦେଉଳଡ଼ିହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବୈଷ୍ଣବ ଜେନାଙ୍କ ଗୁହାଳ ସଂପୂଣ୍ଣ ଜଳିଯାଇଛି। ଗୁହାଳରେ...

Advertisement


Archives

Model This Week