ଜୁଆ ଖେଳ ଚାଲିଥିବା ବେଳେ ଗଞ୍ଜାମ ପୋଲିସର ଚଢ଼ାଉ: ୬ ଜୁଆଡି ଗିରଫ

ଗଞ୍ଜାମ,୧୯।୧୦(ଡି.ଏନ୍‌.ଏ.): ଦାମୋଦରପୁର ଗ୍ରାମ ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଜୁଆ ଖେଳ ଚାଲିଥିବା ଖବର ପାଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଅଚାନକ ଚଢ଼ାଉ କରାଯାଇଥିଲା l ଏଥିରେ ଜୁଆ ଆଡ୍ଡାରୁ ଛଅ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କଠାରୁ ୨୯ ହଜାର ୯୦ ଟଙ୍କା ଜବତ ହୋଇଥିବା ଗଞ୍ଜାମ ଥାନା ମହିଳା ଏସ୍‌ଆଇ ସୁପ୍ରଭା ସାହୁ ସୂଚନା ଦେଇଛନ୍ତି l ଗଞ୍ଜାମ ଥାନା ପକ୍ଷରୁ କେଶ ନ ୧୮୮ /୨୨ ରେ ମାମଲା ରୁଜୁ କରାଯାଇଛି ବୋଲି ସୂଚନା ମିଳିଛି। ଏହି ଚଢ଼ାଉ ବେଳେ ଏସ୍‌ଆଇ ସୁପ୍ରଭା ସାହୁଙ୍କ ସମେତ ଏସ୍‌ଆଇ ସୁରେନ୍ଦ୍ର ପିହାରୀ,ନିତ୍ୟାନନ୍ଦ ଶବର, ବିନୋଦିନୀ ବେହେରା, ଲକ୍ଷ୍ମୀ ନାରାୟଣ ସାହୁ ପ୍ରମୁଖ ସାମିଲ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri