ଗଞ୍ଜାମ,୧୯।୧୦(ଡି.ଏନ୍.ଏ.): ଦାମୋଦରପୁର ଗ୍ରାମ ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଜୁଆ ଖେଳ ଚାଲିଥିବା ଖବର ପାଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଅଚାନକ ଚଢ଼ାଉ କରାଯାଇଥିଲା l ଏଥିରେ ଜୁଆ ଆଡ୍ଡାରୁ ଛଅ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କଠାରୁ ୨୯ ହଜାର ୯୦ ଟଙ୍କା ଜବତ ହୋଇଥିବା ଗଞ୍ଜାମ ଥାନା ମହିଳା ଏସ୍ଆଇ ସୁପ୍ରଭା ସାହୁ ସୂଚନା ଦେଇଛନ୍ତି l ଗଞ୍ଜାମ ଥାନା ପକ୍ଷରୁ କେଶ ନ ୧୮୮ /୨୨ ରେ ମାମଲା ରୁଜୁ କରାଯାଇଛି ବୋଲି ସୂଚନା ମିଳିଛି। ଏହି ଚଢ଼ାଉ ବେଳେ ଏସ୍ଆଇ ସୁପ୍ରଭା ସାହୁଙ୍କ ସମେତ ଏସ୍ଆଇ ସୁରେନ୍ଦ୍ର ପିହାରୀ,ନିତ୍ୟାନନ୍ଦ ଶବର, ବିନୋଦିନୀ ବେହେରା, ଲକ୍ଷ୍ମୀ ନାରାୟଣ ସାହୁ ପ୍ରମୁଖ ସାମିଲ ଥିଲେ l
Posted inଅପରାଧ, ଆମ ଜିଲା ଖବର, ଗଞ୍ଜାମ View All
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…
ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ
ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…
ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…
ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ
କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…
ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ
କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

