ଗଞ୍ଜାମବାସୀଙ୍କୁ ମିଳିଲା କାଳିଆ ଟଙ୍କା: ୫ ଲକ୍ଷ ଚାଷୀ ହେଲେ ଉପକୃତ

ଛତ୍ରପୁର,୧୧।୩(ସନ୍ତୋଷ ପାଢ଼ୀ): କାଳିଆ ଯୋଜନାରେ କାଳିଆ ସହାୟତା ରାଶି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଟ୍ରାନ୍ସଫର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜ଼ିଲା ଛତ୍ରପୁର ସ୍ଥିତ ଜଲାପାଳଙ୍କ କାର୍ଯ୍ୟାଳୟର ଓସଓ୍ବାନ ହଲରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ମୁଖ୍ୟ ଜିଲା କୃଷି ଅଧିକାରୀ ସୁବ୍ରତ କୁମାର ସାହୁ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଯୋଜନାରେ ୫ ଲକ୍ଷ କ୍ଷୁଦ୍ର, ନମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହୋଇଛନ୍ତି। ପ୍ରତ୍ୟେକଙ୍କୁ ୨ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ଏଥିସହ ଜିଲାରେ କାଳିଆ କେନ୍ଦ୍ରର ଶୁଭ ଉଦ୍‌ ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ସେବା ପାଇଁ ଉଦାହାରଣ ସାଜିଛନ୍ତି ବିପଦର ବନ୍ଧୁ କର୍ମକର୍ତ୍ତା, ରକ୍ତ ଦେବା ସହ ଚିକିତ୍ସା କରି…

ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ବିପଦର ବନ୍ଧୁ ଓଡ଼ିଶା ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ସର୍ବଦା ସେବା ପାଇଁ ଆଗକୁ ଆସନ୍ତି। ସେମାନଙ୍କ ସେବା ଆଗ୍ରହ ଅନେକଙ୍କ ପାଇଁ ବରଦାନ ହେଉଛି।…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ନାଟକ ଜରିଆରେ ଛାତ୍ରୀଛାତ୍ର ପାଳିଲେ ବିଶ୍ୱ ବନ ଦିବସ, ଲୋକଙ୍କୁ ସଚେତନ କରି…

ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତରବନଖଣ୍ଡ, ଟାଟା ପାଓ୍ବାର, ସ୍ନେହା ଅନୁଷ୍ଠାନ ଓ ବିଡିପୁରସ୍ଥିତ ଟିଏସ୍‌ଡି କଲେଜ ଏନ୍‌ସିସି ପକ୍ଷରୁ ମିଳିତ ଭାବେ ଶନିବାର…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri