ଦୁର୍ଘଟଣାର ଶିକାର ହେଲେ ଗଞ୍ଜାମ ଆର୍‌ଆଇ

ଗଞ୍ଜାମ,୨୩ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଆର୍‌ଆଇ ରବୀନ୍ଦ୍ର କୁମାର ପ୍ରଧାନ ଗୁରୁବାର ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆର୍‌ଆଇ ନିଜ ମୋଟରସାଇକେଲରେ ଅଫିସ ଆସୁଥିବା ବେଳେ ଜଣେ ବାଇକ୍‌ ଚାଳକ ପଛରୁ ଧକ୍କା ଦେଇଥିଲେ। ଫଳରେ ଗାଡ଼ିରୁ ଛିଟିକି ପଡ଼ିଥିଲେ ଆର୍‌ଆଇ ରବୀନ୍ଦ୍ର। ସେହି ରାସ୍ତା ଦେଇ ଯାଉଥିବା ଗଞ୍ଜାମ ଅଞ୍ଚଳର ରମେଶ ଦାସ, ସୁଧୀର କୁମାର ପାଢ଼ୀ ଓ ପୁଇଁତୋଳା ଗ୍ରାମର ପପୁ ସାହୁ ଆହତ ଆରଆଇଙ୍କୁ ଛତ୍ରପୁର ମେଡିକାଲ ନେଇଥିଲେ। ଆରଆଇଙ୍କର ହାତ ଓ ଅଣ୍ଟାରେ ଆଘାତ ଲାଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପାଇଁ ଜିଲାର ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀଙ୍କ ଛୁଟି ବାତିଲ

କଟକ,୧୧।୫ (କାର୍ତ୍ତିକ ସାହୁ): ଚଳିତ ନିର୍ବାଚନ ପାଇଁ ଶନିବାର ଓ ରବିବାର ସମେତ ସମସ୍ତ ସାଧାରଣ ଛୁଟିକୁ ବାତିଲ କରାଯାଇଛି। ଫଳରେ ଶନିବାର ଓ ରବିବାର...

ବିଜେଡି ଛାଡିଲେ ବ୍ଲକ ଅଧ୍ୟକ୍ଷା ଅନିମା

ଖଜୁରିପଡା,୧୧ା୫ (ବିଦୂର ବେହେରା ): ଖଜୁରିପଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ତଥା କନ୍ଧମାଳ ଜିଲା ବିଜୁ ମହିଳା ଜନତା ଦଳର ଜିଲା ସଭାନେତ୍ରୀ ଅନିମା କହଁର...

ଶୀତଳ ହେଲା ଶିମିଳିପାଳ

ବାରିପଦା,୧୧।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ପରିପୂର୍ଣ୍ଣ ପ୍ରକୃତି ରାଣୀ ଶିମିଳିପାଳକୁ ପ୍ରାକୃତିକ ବର୍ଷାରୁ ସୁରକ୍ଷା ମିଳିଛି। ଶୀତଳ ହୋଇଛି ଅଭୟାରଣ୍ୟ ବନାଗ୍ନି। ଦୀର୍ଘ ୫୦ଦିନ...

ପୁଣି ଖସିଲା ବେରିଂ, ଭାରିଯାନ ଚଳାଚଳ ବନ୍ଦ

ଆନନ୍ଦପୁର,୧୧ା୫(ଉମେଶ ଚନ୍ଦ୍ର ପାଢ଼ୀ/ସୁଶାନ୍ତ କୁମାର ସାହ): କେନ୍ଦୁଝର ଜିଲା ଆନନ୍ଦପୁରର ବୈତରଣୀ ସେତୁ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପୂର୍ବରୁ ସେତୁର ୫ ନଂ. ସ୍ପାନ୍‌ ବେରିଂ...

ଛାତ ନ ପଡ଼ି ଫାଇନାଲ ବିଲ୍‌

ପାଟଣା,୧୧ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ବୁଢ଼ିକାପୁଡ଼ି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହା ଦୁର୍ନୀତି ହୋଇଛି। ଏ ନେଇ ଖୋଦ ସରପଞ୍ଚ...

ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର...

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri