ଅକ୍ସିମିଟର ଆପ ଡାଉନ୍‌ଲୋଡ ନ କରିବାକୁ ଗଞ୍ଜାମ ଏସ୍‌ପିଙ୍କ ପରାମର୍ଶ: ଫିଙ୍ଗର ପ୍ରିଣ୍ଟ ନେଇ ଲୁଟୁଛନ୍ତି ଟଙ୍କା

ଛତ୍ରପୁର,୨୬।୫(ଡି.ଏନ୍‌.ଏ.): ସୁଗାର, ବିପି ଓ ଅକ୍ସିଜେନ ସ୍ତର କ’ଣ ଅଛି ମୋବାଇଲ ଫୋନ ଦ୍ୱାରା ଜାଣିବାକୁ ପ୍ରାୟ କେତେ ଲୋକ ଅକ୍ସିଜେନ ଆପ ଡାଉନଲୋଡ଼ କରୁଛନ୍ତି। ପରେ ଉକ୍ତ ଆପ ଖୋଲି ମୋବାଇଲ ଉପରେ ଲୋକେ ଫିଙ୍ଗର ପ୍ରିଣ୍ଟ ଦେଉଛନ୍ତି। ଏହି ଫିଙ୍ଗର ପ୍ରିଣ୍ଟକୁ ଦୁର୍ବୃତ୍ତ କପି କରି ନେଉଛନ୍ତି। ପରେ ଏହା ସାହାଯ୍ୟରେ ଉକ୍ତ ବ୍ୟକ୍ତିର ଆଧାରକାର୍ଡ ସହ ବ୍ୟାଙ୍କ ଆକାଉଣ୍ଟ ଲିଙ୍କ କରିଥାନ୍ତି ଦୁର୍ବୃତ୍ତ । ପରେ ଅକ୍ସିମିଟର ଆପ ଡାଉନଲୋଡ କରି ଫିଙ୍ଗର ପ୍ରିଣ୍ଟ ଦେଇଥିବା ବ୍ୟକ୍ତି ନିଜ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଠକେଇର ଶିକାର ହୋଇଥାନ୍ତି। ଏଣୁ ଦୟାକରି ଏପରି କୌଣସି ଫେକ୍‌ ଆପ ଡାଉନଲୋଡ ନ କରିବାକୁ ଜନସାଧାରଣଙ୍କୁ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବଞ୍ଚାଇବାକୁ ସଂଘର୍ଷ

ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ...

କାଳବୈଶାଖୀରେ ଉପୁଡ଼ିଲା ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଜଣେ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଟଙ୍କା ପଠାଇଲେ କୋଟନିଆ ପଡାବାସୀ

ଜୁନାଗଡ,୧ା୫(ଡି.ଏନ୍‌.ଏ)-କୋଭିଡ-୧୯ରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କୋଟନିଆ ପଡାବାସୀ ଆଗେଇ ଆସିଛନ୍ତି। ଏହି ପଡାର ସମସ୍ତ ଲୋକ...

ନକଲି ସୋରିଷ ତେଲ କାରଖାନା ଠାବ, ମାଲିକ ଅଟକ

ଉଦଳା,୮।୧୧(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ଉଦଳା ଥାନା ନାଗପାଳ ୧୨ନଂ ଓ୍ବାର୍ଡରେ ଶୁକ୍ରବାର ପୋଲିସ ଏକ ନକଲି ସୋରିଷ ତେଲ କାରଖାନା ଠାବ କରିଛି। ଏଠାରୁ ୫ହଜାର...

ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ...

ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନାର ଲୁହାଖାନ ଗ୍ରାମରେ ଶନିବାର ପିସ୍ତଲ, ଛୁରୀ ଭଳି ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା...

କରୋନା ମୁକାବିଲା: କଟକରୁ ୬୭୯ଟି ଗାଡ଼ି ଜବତ, ୯ ମାମଲା ରୁଜୁ

କଟକ ଅଫିସ,୧୫।୪: କରୋନା(କୋଭିଡ-୧୯) ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି।...

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ ଅଫିସ,୨୨।୪ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ...

Advertisement
Archives

Model This Week