ଅକ୍ସିମିଟର ଆପ ଡାଉନ୍‌ଲୋଡ ନ କରିବାକୁ ଗଞ୍ଜାମ ଏସ୍‌ପିଙ୍କ ପରାମର୍ଶ: ଫିଙ୍ଗର ପ୍ରିଣ୍ଟ ନେଇ ଲୁଟୁଛନ୍ତି ଟଙ୍କା

ଛତ୍ରପୁର,୨୬।୫(ଡି.ଏନ୍‌.ଏ.): ସୁଗାର, ବିପି ଓ ଅକ୍ସିଜେନ ସ୍ତର କ’ଣ ଅଛି ମୋବାଇଲ ଫୋନ ଦ୍ୱାରା ଜାଣିବାକୁ ପ୍ରାୟ କେତେ ଲୋକ ଅକ୍ସିଜେନ ଆପ ଡାଉନଲୋଡ଼ କରୁଛନ୍ତି। ପରେ ଉକ୍ତ ଆପ ଖୋଲି ମୋବାଇଲ ଉପରେ ଲୋକେ ଫିଙ୍ଗର ପ୍ରିଣ୍ଟ ଦେଉଛନ୍ତି। ଏହି ଫିଙ୍ଗର ପ୍ରିଣ୍ଟକୁ ଦୁର୍ବୃତ୍ତ କପି କରି ନେଉଛନ୍ତି। ପରେ ଏହା ସାହାଯ୍ୟରେ ଉକ୍ତ ବ୍ୟକ୍ତିର ଆଧାରକାର୍ଡ ସହ ବ୍ୟାଙ୍କ ଆକାଉଣ୍ଟ ଲିଙ୍କ କରିଥାନ୍ତି ଦୁର୍ବୃତ୍ତ । ପରେ ଅକ୍ସିମିଟର ଆପ ଡାଉନଲୋଡ କରି ଫିଙ୍ଗର ପ୍ରିଣ୍ଟ ଦେଇଥିବା ବ୍ୟକ୍ତି ନିଜ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଠକେଇର ଶିକାର ହୋଇଥାନ୍ତି। ଏଣୁ ଦୟାକରି ଏପରି କୌଣସି ଫେକ୍‌ ଆପ ଡାଉନଲୋଡ ନ କରିବାକୁ ଜନସାଧାରଣଙ୍କୁ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୨୮।୧୧ – ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍‌ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ...

ଆମ୍ବତୋଟାରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ମୟୂରଭଞ୍ଜ,୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ପେଡ଼ାଗଡ଼ି ଗ୍ରାମ ଆମ୍ବ ତୋଟାରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ରବିବାର ଉଦ୍ଧାର କରାଯାଇଛି। ସେ...

୭ ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯୋଡ଼ା,୧୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୭ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ଓ୍ବାର୍ଡର ପୋଷ୍ଟ ଅଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡ଼ି...

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ...

ଯନ୍ତ୍ରୀଙ୍କ କାର୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ଜୀବନ ଗଲା

ବରଗଡ଼ ଅଫିସ, ୨୦।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା କଣ୍ଠିପାଲି ମୁଖ୍ୟ ରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ କାର୍‌ (ନଂ.ଓଆର୧୭ଜେ/୫୪୨୪) ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ...

ଲୋକଙ୍କୁ ଚାଲାଣ, ପୋଲିସକୁ ମାଫ୍‌

ବ୍ରହ୍ମପୁର ଅଫିସ୍‌,୧।୩: ବ୍ରହ୍ମପୁର ସହରରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇ ଟ୍ରିପଲ୍‌ ରାଇଡିଂ ଓ ମୋବାଇଲ୍‌ ଫୋନ୍‌ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଏଥିସହ...

ଡେରାବିଶ ମାଟିକୁ ଗର୍ବିତ କଲେ ସ୍ମୃତିରେଖା

ଡେରାବିଶ, ୨୪ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଓ କେନ୍ଦ୍ରାପଡ଼ା ଜିଲାକୁ ପୁଣିଥରେ ସଂସ୍କୃତି ଓ ଯୋଗ ପ୍ରତିଯୋଗିତାରେ ବ୍ଲକ ଅଧୀନସ୍ଥ ରଘୁଦେଇପୁର ପଞ୍ଚାୟତ ବେଲାରପୁର...

ଅନିଶ୍ଚିତତା ମଧ୍ୟରେ ସମ୍ବଲପୁରରେ କମିଶନରେଟ୍‌ ପୋଲିସ ବ୍ୟବସ୍ଥା

ସମ୍ବଲପୁର,୧୫।୩(ବ୍ୟୁରୋ)-୨୦୧୪ରେ ସମ୍ବଲପୁରକୁ ମହାନଗର ନିଗମ ଭାବେ ଘୋଷଣା କରାଯାଇଥିଲା । ଇତିମଧ୍ୟରେ ୬ ବର୍ଷ ବିତିଛି। ହେଲେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ କମିଶନରେଟ ପୋଲିସ...

Advertisement
Archives

Model This Week