ଚିତ୍ର ଆଙ୍କି ଚର୍ଚ୍ଚାରେ ଗଞ୍ଜାମ ତହସିଲଦାର

ଗଞ୍ଜାମ,୫ା୩(ଡି.ଏନ୍‌.ଏ.): ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଚିତ୍ର ଆଙ୍କି ଚର୍ଚ୍ଚାକୁ ଆସିଛନ୍ତି। ଶନିବାର ଗଞ୍ଜାମ ଦାମୋଦରପୁର ବିଶ୍ରାମାଗାର ପାଚେରିରେ ନିଖୁଣ ଏଞ୍ଜେଲଓ୍ବିଙ୍ଗ୍‌ ଚିତ୍ର ଆଙ୍କିଥିଲେ। ଫଳରେ ବିଶ୍ରାମାଗାରକୁ ଆସୁଥିବା ଯାତ୍ରୀମାନେ ଏଠାରେ ସେଲ୍‌ଫି ନେଇପାରିବେ। ତହସିଲଦାରଙ୍କ ଏହି ଚିତ୍ର ଦେଖି ସ୍ଥାନୀୟ ଅଞ୍ଚଳବାସୀ ବେଶ୍‌ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?