ମନ ଜିଣିଲା ‘ମଝି ନଈରେ ମୋ ଜୀବନ ଡଙ୍ଗା’ ନାଟକ, କଳାକାରଙ୍କ ଅଭିନୟ ଦେଖି…

ଦିଗପହଣ୍ଡି,୨ା୭(ଅଶେଷ ନାଥ ମିଶ୍ର): ଶ୍ରୀଗୁଣ୍ଡିଚା ଯାତ୍ରା ଉପଲକ୍ଷେ ସାମାଜିକ ନାଟକ ‘ମଝି ନଇରେ ମୋ ଜୀବନ ଡଙ୍ଗା’ ଦିଗପହଣ୍ଡି ବ୍ଲକ ଭ୍ରମରପୁର ବଡ଼ଦାଣ୍ଡ ବ୍ରାହ୍ମଣ ସାହିରେ ମଞ୍ଚସ୍ଥ ହୋଇଛି। ଗ୍ରାମର ଶ୍ରୀ ଗୋପୀନାଥ ମନ୍ଦିର ପରିଚାଳନା କମିଟି ସଭାପତି ସୁଶାନ୍ତ ଷଡଙ୍ଗୀଙ୍କ ସହଯୋଗରେ ପରିବେଷିତ ନାଟକକୁ ନୂଆପଡ଼ା ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଏସଆଇ ଜଗବନ୍ଧୁ ବାର୍ଲା ଉଦ୍‌ଘାଟନ କରିଥିଲେ। ଏଥିରେ ସମ୍ମାନିତ ଅତିଥି ରୂପେ ଗୌଡ଼ଗାଁ ସରପଞ୍ଚ ପ୍ରତିନିଧି ଆଦିତ୍ୟ ସାହୁ, ପୀତବାସ ଚଣ୍ଡ, କୈଳାସ ସାହୁ ଯୋଗ ଦେଇଥିଲେ। ନାଟ୍ୟ ନିର୍ଦ୍ଦେଶକ ରାଧାକାନ୍ତ ନାୟକଙ୍କ ବଳିଷ୍ଠ ନିର୍ଦ୍ଦେଶନାରେ ଗ୍ରାମର କଳାକାରଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ଆମୋଦିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି

କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri