Advertisement

ରାସ୍ତାକଡ଼ରେ ପଡ଼ି ଛଟପଟ ହେଉଥିଲା ଗାଇ: ସେବା କରି ମାନବିକତାର ପରିଚୟ ଦେଲେ ସ୍ବେଚ୍ଛାସେବୀ

ଗଞ୍ଜାମ,୨୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନ ବଜାରଠାରେ ଏକ ଗାଈ ଜରି ପଲିଥିନ ଖାଇ ହଠାତ ଅସୁସ୍ଥ ହୋଇ ପଡିଥିଲା l ଗାଈଟି ରାସ୍ତା ପାର୍ଶରେ ପଡି ଛଟପଟ ହେଉଥିବା ବେଳେ ସେହି ରାସ୍ତା ଦେଇ ଯାଉଥିବା ସ୍ଥାନୀୟ ଅଞ୍ଚଳର ସ୍ବେଚ୍ଛାସେବୀ ପଶୁ ଡାକ୍ତରଙ୍କ ସହ ଯୋଗାଯୋଗ କରି ଅସୁସ୍ଥ ଗାଈକୁ ସାଲାଇନ ଦେଇଥିଲେ l ଏହାର କିଛି ସମୟ ପରେ ଗାଈଟି ସୁସ୍ଥ ହୋଇଥିବା ଜଣାପଡିଛି l ଯୁବ ସ୍ବେଛାସେବୀ ସୁଧୀର କୁମାର ପାଢ଼ୀ, ଦୁର୍ଗାମାଧବ ପାଣିଗ୍ରାହୀ, ଋତୁରାଜ ମହାପାତ୍ର, ସୋନୁ ମହାପାତ୍ର ପ୍ରମୁଖଙ୍କ ଏହି କାର୍ଯ୍ୟକୁ ସ୍ଥାନୀୟ ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ା ରେଲଷ୍ଟେଶନ ଟ୍ରେନ ବଗିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୦।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ରେଳଷ୍ଟେଶନରେ ସଫେଇ ପାଇଁ ଛିଡ଼ା ହୋଇଥିବା ହଟିଆ ପାସେଞ୍ଜର ଟ୍ରେନ ବଗିରୁ ଗୁରୁବାର ଏକ ମୃତଦେହ ଜିଆର୍‌ପି ପୋଲିସ ଉଦ୍ଧାର କରିଛି।...

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ...

ପଲିଥିନ, ପ୍ଲାଷ୍ଟିକ କଟକଣାକୁ ପୂରିଲାଣି ୭ ମାସ: ଆମଦାନୀ ଉପରେ ଲାଗୁନି ରୋକ

ବ୍ରହ୍ମପୁର ଅଫିସ,୨୯ା୫-ପଲିଥିନ ଓ ପ୍ଲାଷ୍ଟିକମୁକ୍ତ ହେବ ଓଡିଶା। ଏଭଳି ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର ା ୨୦୧୮ ଜୁଲାଇ ମାସରେ ଓଡିଶାକୁ ପ୍ଲାଷ୍ଟିକ ଓ ପଲିଥିନମୁକ୍ତ...

ମିଶନରେ କେନ୍ଦୁଝର ବୈଜ୍ଞାନିକ ଅଟଳକୃଷ୍ଣ

କେନ୍ଦୁଝର, ୨୧ା୮(ସ୍ବ.ପ୍ର.)-ଚନ୍ଦ୍ରାୟନ-୨ରେ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳକୃଷ୍ଣ ଖଟୁଆଙ୍କ ଉଦ୍ୟମ ଏବେ ରାଜ୍ୟ ପାଇଁ ଗୌରବ ଆଣିଛି। ଅଟଳକୃଷ୍ଣ ଇସ୍ରୋର ରିଲାଇବିଲିଟି ବିଭାଗରେ ଦୀର୍ଘ...

ଅନୁଗୋଳରେ ବର୍ଜ୍ୟବସ୍ତୁ ପରିଚାଳନା:ଖୋଳାହେବ ୩ଶହ କମ୍ପୋଷ୍ଟ ପିଟ

ଅନୁଗୋଳ ଅଫିସ, ୪ା୬ ରାଜ୍ୟର ସମସ୍ତ ପୌରପାଳିକାରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଏନ୍‌ଜିଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପୌରାଞ୍ଚଳରେ ତିନିଶହ ଲେଖାଏ କମ୍ପୋଷ୍ଟ ପିଟ୍‌...

କାର୍ଯ୍ୟକ୍ଷମ ହେଉନି କ୍ଲଷ୍ଟର ସାଲୋ ପଏଣ୍ଟ

ବନ୍ତ,୨୭।୨(ଡି.ଏନ.ଏ.)  ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ଥିବା କ୍ଲଷ୍ଟର ସାଲୋ ପଏଣ୍ଟ କାର୍ଯ୍ୟକ୍ଷମ ହେଉନାହିଁ। ଫଳରେ ୨୫ ହେକ୍ଟର ଜମିରେ...

ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କ ମୃତ୍ୟୁ

ଲେଫ୍ରିପଡ଼ା,୧୯।୨(ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌୍‌ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍‌କୁ ଧକ୍କା...

ହାଲ୍‌ ସହରାଞ୍ଚଳ ଜଙ୍ଗଲରେ ପୁଣି ବ୍ୟାପିଲା

ସୁନାବେଡ଼ା,୨।୪(ସ୍ବ. ପ୍ର.): ସୁନାବେଡ଼ା ହାଲ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଅନେକ ଜଙ୍ଗଲ ରହିଛି। ଏହିସବୁ ଜଙ୍ଗଲରେ ବିଭିନ୍ନ ସମୟରେ ନିଆଁ ଲାଗିବା ଏବେ ପ୍ରଶାସନ ପାଇଁ ଚିନ୍ତାର...

Advertisement
Archives

Model This Week