ରାସ୍ତାକଡ଼ରେ ପଡ଼ି ଛଟପଟ ହେଉଥିଲା ଗାଇ: ସେବା କରି ମାନବିକତାର ପରିଚୟ ଦେଲେ ସ୍ବେଚ୍ଛାସେବୀ

ଗଞ୍ଜାମ,୨୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନ ବଜାରଠାରେ ଏକ ଗାଈ ଜରି ପଲିଥିନ ଖାଇ ହଠାତ ଅସୁସ୍ଥ ହୋଇ ପଡିଥିଲା l ଗାଈଟି ରାସ୍ତା ପାର୍ଶରେ ପଡି ଛଟପଟ ହେଉଥିବା ବେଳେ ସେହି ରାସ୍ତା ଦେଇ ଯାଉଥିବା ସ୍ଥାନୀୟ ଅଞ୍ଚଳର ସ୍ବେଚ୍ଛାସେବୀ ପଶୁ ଡାକ୍ତରଙ୍କ ସହ ଯୋଗାଯୋଗ କରି ଅସୁସ୍ଥ ଗାଈକୁ ସାଲାଇନ ଦେଇଥିଲେ l ଏହାର କିଛି ସମୟ ପରେ ଗାଈଟି ସୁସ୍ଥ ହୋଇଥିବା ଜଣାପଡିଛି l ଯୁବ ସ୍ବେଛାସେବୀ ସୁଧୀର କୁମାର ପାଢ଼ୀ, ଦୁର୍ଗାମାଧବ ପାଣିଗ୍ରାହୀ, ଋତୁରାଜ ମହାପାତ୍ର, ସୋନୁ ମହାପାତ୍ର ପ୍ରମୁଖଙ୍କ ଏହି କାର୍ଯ୍ୟକୁ ସ୍ଥାନୀୟ ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri