ଗଞ୍ଜାମ ସହରକୁ କରୋନା ମୁକ୍ତ ପାଇଁ ଶପଥ

ଗଞ୍ଜାମ,୨୪।(ଡି.ଏନ.ଏ.): ଗଞ୍ଜାମ ସହରରୁ ସମ୍ପୂର୍ଣ୍ଣ କରୋନା ମୁକ୍ତ ନିମନ୍ତେ ତହସିଲଦାର ଅବନୀ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲି ଜୟଶ୍ରୀ ଛକରୁ ବାହାରି ସାନ ବଜାର ପର୍ଯ୍ୟନ୍ତ ଯାଇଥିଲା। ବ୍ୟବସାୟୀମାନଙ୍କୁ କୋଭିଡ ନିୟମ ମାନିବାକୁ ମାଇକରେ ପ୍ରଚାର କରାଯାଇଥିଲା। ଏହି ଅବସରରେ କରୋନା ହାରିବ ସହର ବଞ୍ଚିବ ଶପଥ ପାଠ କରାଯାଇଥିଲା। ଏଥିରେ ତହସିଲଦାର ସାହୁଙ୍କ ସମେତ ଏନଏସି ଇଓ ପ୍ରଭୁ କଲ୍ୟାଣ ଦାସ, ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ, ଏଏସଆଇ ନାରାୟଣ କହ୍ନର, ଏନଏସି କ୍ଲର୍କ ମିଳନ ମୋହନ ମୁର୍ମୁ ଏବଂ ସମସ୍ତ ଆରଆଇ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ପାଚିକା, ସହାୟିକା ସଂଘ

ଛତ୍ରପୁର,୧୫।୨(ଡି.ଏନ୍‌.ଏ.): ୧୨ ଦଫା ଦାବି ନେଇ ନିଖିଳ ଓଡ଼ିଶା ଏମ୍‌.ଡି.ଏମ୍‌ ପାଚିକା, ସହାୟିକା ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ...

ଭଦ୍ରକରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ସଚିବ

ଭଦ୍ରକ ଅଫିସ, ୨୮।୨- କେନ୍ଦ୍ର ସରକାରଙ୍କ ସଂଖ୍ୟାଲଘୁ ବ୍ୟାପାର ସଚିବ ପ୍ରମୋଦ କୁମାର ଦାସ ଶୁକ୍ରବାର ଭଦ୍ରକ ଗସ୍ତରେ ଆସି ଜିଲା ମଙ୍ଗଳ ବିଭାଗ ଦ୍ୱାରା...

ମୁଖ୍ୟ ରାସ୍ତା ପାର୍ଶ୍ୱରେ ମୁକୁଳା ଟ୍ରାନ୍ସଫର୍ମର

ନାଉଗାଁ ,୧୯ା୫(ସ୍ବ,ପ୍ର): ବିଦ୍ୟୁତ୍‌ ସେବା ଯୋଗାଉଥିବା କମ୍ପାନୀ ଏହାର ସରଞ୍ଜାମଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେଉ ନ ଥିବାରୁ ବହୁ ସମୟରେ ଧନଜୀବନ ହାନି ଘଟୁଛି।...

ଝିଅ ବାହାଘର ଚାଲିଥିବା ବେଳେ ମା’ଙ୍କୁ ହତ୍ୟା

ବରଗଡ଼ ଅଫିସ,୧୩ା୫: ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବାହାଘର ଚାଲିଥିବା...

ମା’ ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା

ବାଲିଗୁଡା,୨୮।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦିନତମାମ ମେଘୁଆ ଏବଂ ଖରା ପାଗ ମଧ୍ୟରେ ପବିତ୍ର ବାହୁଡ଼ା ଯାତ୍ରା ବହୁ ଆଡ଼ମ୍ବର ସହକାରେ ପାଳିତ...

ଆଲଟ୍‌ମେଣ୍ଟକୁ ବିଭାଜନ କରି କାର୍ଯ୍ୟ କରୁଛି ପୂର୍ତ୍ତ ବିଭାଗ

ବାଲେଶ୍ୱର ଅଫିସ,୧୫।୪ ବାଲେଶ୍ୱର ପୂର୍ତ୍ତ ବିଭାଗ ଦ୍ୱାରା ଜିଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସରକାରଙ୍କ ଦ୍ୱାରା କରାଯାଉଛି। ନିର୍ମାଣାଧୀନ ପ୍ରକଳ୍ପଗୁଡ଼ିକୁ ଟେଣ୍ଡର କରି କାର୍ଯ୍ୟ କରିବା...

ପର୍ଯ୍ୟଟକଙ୍କୁ ଟାଣୁଛି ବାଜି ଉଦ୍ୟାନ

ଭୁବନ, ୨୨।୧ ଆମ୍ବ, ନଡ଼ିଆ, ପଣସ। ଗେଣ୍ଡୁ, ରଜନୀଗନ୍ଧା, ଡାଲିଆ, ଗୋଲାପ। ଏମିତି ଅନେକ ଜାତିଜାତିକା ଫୁଲଫଳ ସମେତ କ୍ରୋଟନ ଗଛରେ ଭରପୂର। ୧୫ ଏକର...

ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି

ବଲାଙ୍ଗୀର ଅଫିସ,୨୧ା୧୦: ମମିତା ମେହେର ଅପହରଣ ଓ ହତ୍ୟାକାଣ୍ଡ ଘଟଣାରେ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବଲାଙ୍ଗୀର...

Advertisement
Archives

Model This Week