ବିଶ୍ୱ ହିନ୍ଦୁ ପରିଷଦ ତେଲେଙ୍ଗାନା ମୁଖ୍ୟ ଟି.ରାଜାଙ୍କୁ ଭେଟିଲେ ଗଞ୍ଜାମ ପ୍ରଖଣ୍ଡ ସଂଯୋଜକ ଇଲେୟା

ଗଞ୍ଜାମ,୩୧ା୭(ବିଦ୍ୟାଧର ସାହୁ): ତେଲେଙ୍ଗାନା ରାଜ୍ୟ ହାଇଦ୍ରାବାଦ ଘୋଷାମେଲ ବିଧାୟକ ତଥା ବଜରଙ୍ଗ ଦଳ ବିଶ୍ୱ ହିନ୍ଦୁ ପରିଷଦ ମୁଖ୍ୟ ଟି.ରାଜା ସିଂଙ୍କୁ ଗଞ୍ଜାମ ଜିଲା ବଜରଙ୍ଗ ଦଳ ସଂଯୋଜକ କେ. ଇଲେୟା ରେଡ୍ଡୀ ଭେଟି ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଭାଜପା ରାଜ୍ୟ ସଚେତକ ଟି.ରାଜାଙ୍କ ହାଇଦ୍ରାବାଦର ମଙ୍ଗଲଓ୍ବାକ୍ସ୍‌ଠାରେ ଆୟୋଜିତ ବିଶାଳ ଜନସମାବେଶରେ ଇଲେୟା ଯୋଗ ଦେବା ସହ ଗୋ’ ମାତା ସୁରକ୍ଷା ବିଷୟରେ ଆଲୋଚନା କରିଥିଲେ। ଇଲେୟା ହେଉଛନ୍ତି ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଲିଜଗନ୍ନାଥପୁର ଗ୍ରାମର।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri