ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍‌ ଟିକା

ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ ଶନିବାର ସୁଦ୍ଧା ୬ ଲକ୍ଷ ୪୩ ହଜାର ୮୮୧ ଜଣଙ୍କୁ ଟିକାର ପ୍ରଥମ ଡୋଜ୍‌ ଦିଆଯାଇଛି। ସେଥିମଧ୍ୟରେ ୫ ଲକ୍ଷ ୧୫ ହଜାର ୧୯୭ ଜଣ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଥିବାବେଳେ ୧ ଲକ୍ଷ ୨୮ ହଜାର ୬୮୪ ଜଣ ୧୮ ରୁ ୪୪ ବର୍ଷ ବୟସର ଅଛନ୍ତି। ଜିଲାର ସବୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବ୍ରହ୍ମପୁର, ଉପଖଣ୍ଡ ହସ୍ପିଟାଲରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଇଁ ଟିକାର ସୁବିଧା ଅଛି। କେବଳ ୧୮ରୁ ୪୪ ବର୍ଷ ବୟସର ଲୋକଙ୍କ ପାଇଁ ଟିକା ନେବା ଲାଗି ବ୍ରହ୍ମପୁର ଓ ଛତ୍ରପୁରରେ ସୁବିଧା ଅଛି। ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ଜିଲାରେ ୧୧ ହଜାର ୬୦ଟି ଟିକା ମହଜୁଦ ଥିବା ବେଳେ
୧୮ରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ୬ ହଜାର ଟିକା ଗଚ୍ଛିତ ଅଛି। ମୋଟ ୧୭ ହଜାର ୬୦ ଟିକା ମହଜୁଦ ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri