Posted inଜାତୀୟ

ଜ୍ଞାନବାପି ସର୍ଭେ ରାୟ ଦେଇଥିବା ଜଜ୍‌ଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୯ା୬: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍‌ଜିଦ୍‌ରେ ଭିଡିଓଗ୍ରାଫି ସର୍ଭେ ପାଇଁ ରାୟ ଦେଇଥିବା ବାରାଣସୀ କୋର୍ଟ ଜଜ୍‌ ରବି କୁମାର ଦିବାକରଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ତାଙ୍କ ନିକଟକୁ ଆସିଥିବା ଏକ ଧମକପୂର୍ଣ୍ଣ ଚିଠି ବାବଦରେ ସେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ବାରାଣସୀ ପୋଲିସ କମିଶନରଙ୍କୁ ମଙ୍ଗଳବାର ଜଣାଇଛନ୍ତି।

ଚିଠିଟି ଇସ୍‌ଲାମିକ ଆଗାଜ୍‌ ମୁଭମେଣ୍ଟ ତରଫରୁ କେହି କାଶିଫ୍‌ ଅହମ୍ମଦ ସିଦ୍ଦିକି ପଠାଇଥିବା ସେଥିରେ ଲେଖାଯାଇଛି। ‘ଜ୍ଞାନବାପି ମସ୍‌ଜିଦ୍‌ କମ୍ପ୍ଲେକ୍ସରେ ସର୍ଭେ ଏକ ସାଧାରଣ ପ୍ରକ୍ରିୟା ବୋଲି ତୁମେ କହିଛ। ତୁମେ ଜଣେ ମୂର୍ତ୍ତି ପୂଜକ। ତେଣୁ ଏକ ମସ୍‌ଜିଦ୍‌କୁ ତୁମେ ମନ୍ଦିର ବୋଲି ଘୋଷଣା କରିଦେବ। ଜଣେ କାପୁରୁଷ, ମୂର୍ତ୍ତିପୂଜକ, ହିନ୍ଦୁ ଜଜ୍‌ଙ୍କଠାରୁ କୌଣସି ମୁସଲମାନ ଏକ ଉପଯୁକ୍ତ ନିଷ୍ପତ୍ତି ଆଶା କରନ୍ତି ନାହିଁ’ ବୋଲି ଚିଠିରେ ଉଲ୍ଲେଖ ରହିଛି। ଜଜ୍‌ ରବି କୁମାର ଏବଂ ତାଙ୍କ ପରିବାରକୁ ପୂର୍ବରୁ ଯୋଗାଯାଇଥିବା ସୁରକ୍ଷାକୁ ଅଧିକ କଡ଼ାକଡ଼ି କରାଯାଇଥିବା ବାରାଣସୀ ପୋଲିସ କମିଶନର ଏ. ସତୀଶ ଗୁପ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri