କୋଭିଶିଲ୍ଡ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ

ନୂଆଦିଲ୍ଲୀ,୨୧।୩ : ଭାରତର ଜାତୀୟ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା କୋଭିଶିଲ୍ଡର ଦୁଇ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ କରିବା ଲାଗି ଏନ୍‌ଟିଏଜିଆଇ (ନ୍ୟାଶନାଲ ଟେକ୍‌ନିକାଲ ଆଡଭାଇଜରୀ ଗ୍ରୁପ୍‌ ଅନ୍‌ ଇମ୍ୟୁନାଇଜେଶନ) ସୁପାରିସ୍‌ କରିଛି। ପ୍ରଥମ ଡୋଜ୍‌ କୋଭିଶିଲ୍ଡ ଟିକା ନେବାର ୮ରୁ ୧୬ ସପ୍ତାହ ମଧ୍ୟରେ ଦ୍ୱିତୀୟ ଡୋଜ୍‌ ଦିଆଯାଇପାରିବ। ଏବେ ଏହି ଟିକାର ଦୁଇ ଡୋଜ୍‌ ମଧ୍ୟରେ ବ୍ୟବଧାନ ୧୨ରୁ ୧୬ ସପ୍ତାହ ରହିଛି। ତେବେ ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ କ୍ଷେତ୍ରରେ ବ୍ୟବଧାନରେ କୌଣସି ପରିବର୍ତ୍ତନ ହୋଇନାହିଁ। ପ୍ରଥମ ଡୋଜ୍‌ ନେବାର ୨୮ ଦିନ ପରେ କୋଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ଦିଆଯାଉଛି। ଟିକାକରଣ କାର୍ଯ୍ୟକ୍ରମର ତଥ୍ୟକୁ ନେଇ ବିଶ୍ୱସ୍ତରରେ ବିଜ୍ଞାନସମ୍ମତ ପ୍ରମାଣ ଆଧାରରେ ଏନ୍‌ଟିଏଜିଆଇ କୋଭିଶିଲ୍ଡ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ କରିବା ଲାଗି ସୁପାରିସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri