ବ୍ରଜରାଜନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଝାରସୁଗୁଡା ଅଫିସ,୧୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ତେବେ ବୁଧବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି। ଭାଜପା, ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କରିବେ। ତିନି ଦଳ ଝାରସୁଗୁଡାରେ ନିଜ ନିଜର ଶକ୍ତି ପ୍ରଦର୍ଶନ କରିବା ପାଇଁ ଯୋଜନା କରିଛନ୍ତି।
ଆସନ୍ତା ମେ’୩୧ରେ ବ୍ରଜରାଜନଗରେ ୨୭୯ଟି ବୁଥ୍‌ରେ ଭୋଟ ଗ୍ରହଣ ହେବ । ଏଥର ନିର୍ବାଚନରେ ୨୦ଟି ଆଦର୍ଶ ବୁଥ୍‌ କରାଯାଇଥିଲା ବେଳେ ୫ଟି ପିଙ୍କ ବୁଥ୍‌ କରାଯାଇଛି । ଜିଲାରେ ଅବାଧ ଓ ନିରପେକ୍ଷ ନିର୍ବାଚନ ଲାଗି ସମସ୍ତ ରାଜନୈତିକ ଦଳର ପ୍ରାର୍ଥୀ, ପ୍ରଶାସନକୁ ସହଯୋଗ କରିବାକୁ ଜିଲାପାଳ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri