ପୌରପାଳିକା ମୁଣ୍ଡରେ ଅଳିଆ ବୋଝ

ଅନୁଗୋଳ ଅଫିସ୍‌, ୨୧ା୭

ଅନୁଗୋଳ ପୌରପାଳିକା ମୁଣ୍ଡରୁ ହଟୁନି ସହରର ଅଳିଆ ଚିନ୍ତା। କେତେବେଳେ ଆବର୍ଜନା ପକାଇବାକୁ ନେଇ କେଉଁଠୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି ତାହାର କିଛି ଠିକ୍‌ଠିକଣା ରହୁନି। ଦୀର୍ଘ ବର୍ଷ ହେଲା ଏପରି ସମସ୍ୟାର ସମାଧାନ ହେଉ ନ ଥିବାବେଳେ ଏବେ ପଞ୍ଚମହଲା ଡମ୍ପିଂୟାର୍ଡରେ ଅଳିଆ ପକାଯିବାକୁ ଅଞ୍ଚଳବାସୀଙ୍କ ବିରୋଧ କାରଣରୁ ସହରର ବିଭିନ୍ନ ସ୍ଥାନରେ ଟନ୍‌ ଟନ୍‌ ଆବର୍ଜନା ଗଦା ହୋଇ ରହିଛି। ଦୈନିକ ୧୨ ଟନ୍‌ ଉଠାଯିବା ବଦଳରେ ଉଠୁଛି ମାତ୍ର ୫ ଟନ୍‌।
ପଞ୍ଚମହଲାରେ ନିର୍ମାଣ ହୋଇଥିବା ଡମ୍ପିଂୟାର୍ଡରେ ଅଳିଆ ପକାଯିବାକୁ ନେଇ ଉଠିଛି ବିରୋଧ। ମୁତୟନ ପୋଲିସ ସହ ଅଞ୍ଚଳବାସୀଙ୍କ ମୁହଁାମୁହିଁ ପରଠାରୁ ସେଠାକୁ ଆବର୍ଜନା ଗାଡ଼ି ପୌର ପ୍ରଶାସନ ପଠାଉ ନାହିଁ। ଏଣେ ସହର ସଫେଇ ମଧ୍ୟ ପୂର୍ଣ୍ଣମାତ୍ରାରେ ହୋଇପାରୁ ନାହିଁ। ତଥାପି ଯଥା ସମ୍ଭବ ସଫେଇ ଚାଲିଥିବା ପୌରପାଳିକା ପକ୍ଷରୁ କୁହାଯାଇଛି। ସେହିପରି ସହରରେ ହୋଇଥିବା ମାଇକ୍ରୋ କମ୍ପୋଷ୍ଟ ସେଣ୍ଟର(ଏମ୍‌ସିସି) ଗୁଡ଼ିକ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ସେଠାରେ ସହରର ସମୂର୍ଣ୍ଣ ଅଳିଆ ପକାଯାଇ ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri