ପୁଷ୍ପା ପୋଷ୍ଟରରେ ଅଳିଆ ସଚେତନତା

ଅନୁଗୋଳ ଅଫିସ, ୩୦ା୧: ଦକ୍ଷିଣ ଭାରତୀୟ ବ୍ଲକବଷ୍ଟର ସିନେମା ପୁଷ୍କାର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ବହୁଭାଷୀ ଫିଲ୍ମ ଏବଂ ଏହାର ପୋଷ୍ଟର ଏବେ ସଚେତନତାର ବାର୍ତ୍ତା ବାହକ ସାଜିଛି। ନିକଟରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ସତର୍କ କରାଇବାକୁ ଏହାକୁ ବ୍ୟବହାର କରାଯାଇଥିଲା, ଯାହା ସୋସିଆଲ ମଡିଆରେ ଭାଇରାଲ ହୋଇଥିଲା। ଶନିବାର ଅନୁଗୋଳ ପୌର ପରିଷଦ କର୍ତ୍ତୃପକ୍ଷ ଅଳିଆ ପରିଚାଳନା ଲାଗି ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ପୁଷ୍କା’ର ପୋଷ୍ଟର ବ୍ୟବହାର କରାଯାଇଛି। ଏହି ପୋଷ୍ଟରରେ ସିନେମାର ମୁଖ୍ୟ ନାୟକ ତଥା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଡାଇଲଗ୍‌କୁ ଅବତାରଣା କରାଯାଇଛି। ‘ସେ ପୁଷ୍କା ହେଉ କି ପୁଷ୍କାରାଜ’ ଓଦା ଓ ଶୁଖିଲା ଅଳିଆକୁ ପୃଥକ୍‌ କରି ସ୍ବଚ୍ଛ ସବାରି ଗାଡ଼ିରେ ପ୍ରଦାନ ନ କଲେ ସମସ୍ତଙ୍କଠାରୁ ଜରିମାନା ଆଦାୟ କରାଯିବ। ଆସନ୍ତୁ ସମସ୍ତେ ଏକ୍‌ ହେବା। ଆମ ଘର ଚାରିପାଖ, ସାହି, ବଜାର, ହାଟ, ରାସ୍ତା ଆଦିକୁ ପରିଷ୍କାର ରଖିବା ଓ ନୀରୋଗ ରହିବା ବୋଲି ଏଥିରେ ଉଲ୍ଲେଖ ରହିଛି। ପୌରାଞ୍ଚଳବାସୀଙ୍କ ମଧ୍ୟରେ ଅଳିଆ ପରିଚାଳନା ଲାଗି ସଚେତନତା ସୃଷ୍ଟି କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri