ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ଅଳିଆଗଦା

ଭୋଗରାଇ,୧୧ା୫(ଡି.ଏନ. ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବଜାରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ତଳେ ମଦ ବୋତଲ ଓ ପ୍ଲାଷ୍ଟିକ ଜରି ଗଦା ହୋଇରହିଛି। ଏହା ଓଡ଼ିଆ ଜାତି ପ୍ରତି ଅସମ୍ମାନ ଓ କୁଠାରଘାତ ସଦୃଶ ବୋଲି ବୁଦ୍ଧିଜୀବୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ଜଳେଶ୍ୱର-ଚନ୍ଦନେଶ୍ୱର ଏବଂ ବର୍ଡ଼ର ଚନ୍ଦନେଶ୍ୱର ରାସ୍ତାକୁ ସଂଯୋଗ କରୁଥିବା ମଧ୍ୟସ୍ଥଳୀରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇ ବିଧାୟକଙ୍କ ପ୍ରଚେଷ୍ଟାରେ ଚନ୍ଦନେଶ୍ୱରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସହ ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ସହାବାଜିପୁରରେ ଉତ୍କଳଗୌରବ ମଧୁସୂଦନ ଦାସ, ଭୋଗରାଇର କେନ୍ଦ୍ରସ୍ଥଳୀ ଥାନାଛକଠାରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତି ସହ ଭୋଗରାଇର ସ୍ବାଧୀନତା ସଂଗ୍ରାମୀମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ହୋଇଥିବାରୁ ଓଡ଼ିଆ ଜାତି ପ୍ରତି ସ୍ବାଭିମାନ ଓ ଗୌରବ ବହନ କରୁଛି। ଏସବୁ ଦୃଶ୍ୟ ପ୍ରଶାସନ କିମ୍ବା ଜନ ପ୍ରତିନିଧିଙ୍କ ଦୃଷ୍ଟିଗୋଚର ହୋଇଥିଲେ ମଧ୍ୟ ପ୍ରବାଦ ପୁରୁଷଙ୍କଠାରେ ଅଳିଆ ଆବର୍ଜନା ସଫା ନ ହେବା  ଦେଖି କି ନୀରବ ରହିବା କିମ୍ବା ଟ୍ରଷ୍ଟବୋର୍ଡ଼ର ଅବହେଳାର କାରଣ ହୋଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ପାଖକୁ ଦୈନିକ ପଶ୍ଚିମବଙ୍ଗ ଓ ଝାଡଖଣ୍ଡରୁ ହଜାର ହଜାର ଶ୍ରଦ୍ଧାଳୁ ଜୀଉଙ୍କ ଦର୍ଶନ ଓ ଆରାଧନା ନିମନ୍ତେ ଆଗମନ ହେଉଥିବାରୁ ମହାପୁରୁଷ ପ୍ରତିମୂର୍ତ୍ତି ତଳେ ଏଭଳି ଦୃଶ୍ୟ ଦେଖି ବିସ୍ମୟ ପ୍ରକାଶ କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri