୯୩ତମ ଜୟନ୍ତୀ ଅବସରରେ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର,୯।୬: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୩ତମ ଜୟନ୍ତୀ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟକୁ ପ୍ରଗତିଶୀଳ କରାଇବା ସହ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ନିଜର ‘ଏକ୍ସ’ ଆକାଉଣ୍ଟରେ ପୋଷ୍ଟ କରି ନବୀନ କହିଛନ୍ତି, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟକୁ ପ୍ରଗତିଶୀଳ କରିବା ସହ ଲୋକଙ୍କ ସୁବିଧା ତଥା ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ।

ତେବେ ନନ୍ଦିନୀଙ୍କ ଜୟନ୍ତୀ ଅବସରରେ ଧରିତ୍ରୀ ପରିବାର ପକ୍ଷରୁ ମଧ୍ୟ ପୂତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ସମ୍ପାଦକ ତଥାଗତ ସତପଥୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ଶତପଥୀଙ୍କ ସମେତ ଧରିତ୍ରୀରେ କାର୍ଯ୍ୟରତ କର୍ମଚାରୀ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏଥିରେ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତେ ନନ୍ଦିନୀଙ୍କ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri