Posted inଖେଳ

୬ଟି ଆଙ୍ଗୁଠି ଥିବା ଏହି ଖେଳାଳି ମାରିଥିଲେ ୬ଟି ବଲ୍‌ରୁ ୬ଟି ଛକା

ଓ୍ବେଷ୍ଟଇଣ୍ଡିଜର ପ୍ରସିଦ୍ଧ ଖେଳାଳି ଗ୍ୟାରି ସୋବର୍ସଙ୍କ ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମରୁ ଏହି ମହାନ କ୍ରିକେଟରଙ୍କ ଦୁଇ ହାତରେ ୧୨ ଟି ଆଙ୍ଗୁଠି ଥିଲା ଅର୍ଥାତ ଗୋଟିଏ ହାତରେ ୬ଟି ଆଙ୍ଗୁଠି ଥିଲା। ୱିସଡେନର ଶତାବ୍ଦୀର ପାଞ୍ଚଜଣ ଶ୍ରେଷ୍ଠ କ୍ରିକେଟରଙ୍କ ମଧ୍ୟରୁ ସାର୍‌ ଗ୍ୟାରି ଥିରେ ଅନ୍ୟତମ। ସେ ଜୁଲାଇ ୨୮, ୧୯୩୬ରେ ବାରବାଡୋସରେ ଜନ୍ମଗ୍ରହଣ କରିଥିଲେ। ‘ଗ୍ୟାରି ସୋବର୍ସ: ମୋ ଆତ୍ମଜୀବନୀ’ ରେ ସେ ନିଜ ୧୨ଟି ଆଙ୍ଗୁଠି ବିଷୟରେ ଉଲ୍ଲେଖ କରିଛନ୍ତି। ସୋବର୍ସ ଲେଖିଛନ୍ତି, ‘ଅନ୍ୟ ପିଲାମାନେ କହିବେ ଯେ ମୁଁ କ୍ରିକେଟରେ ବହୁତ ଭଲ, କାରଣ ମୋ ହାତରେ ୬ଟି ଆଙ୍ଗୁଠି ଥିଲା। ପ୍ରକୃତରେ ଯେତେବେଳେ ମୁଁ ପ୍ରାୟ ୯ କିମ୍ବା ୧୦ ବର୍ଷ ବୟସର ଥିଲେ ଗୋଟିଏ ହାତର ଅତିରିକ୍ତ ଆଙ୍ଗୁଠି ଖସିଗଲା। ମୁଁ ପ୍ରଥମ ଥର ପାଇଁ ୧୧ଟି ଆଙ୍ଗୁଠି ସାହାଯ୍ୟରେ କ୍ରିକେଟ ଖେଳିଥିଲି। ଏହା ପରେ ୧୪ କିମ୍ବା ୧୫ ବର୍ଷ ବୟସରେ ମୁଁ ମୋର ଆଉ ଗୋଟିଏ ହାତ ଆଙ୍ଗୁଠି କାଢିଦେଲି। ୧୯୫୮ ମସିହାରେ ମାତ୍ର ୨୧ ବର୍ଷ ବୟସରେ ପ୍ରଥମ ଶତକକୁ ତ୍ରିଶତକରେ ପରିଣତ କରିଥିଲେ। ତା’ପରେ ସେ କିଙ୍ଗଷ୍ଟୋନରେ ପାକିସ୍ତାନ ବିପକ୍ଷରେ ଅପରାଜିତ ୩୬୫ ସ୍କୋର କରିଥିଲେ, ଯାହାକି ବିଶ୍ୱ ରେକର୍ଡ ଥିଲା। ୧୯୬୮ରେ ସୋବର୍ସ ନଟିଂହାମଶାୟା ପକ୍ଷରୁ କାଉଣ୍ଟି ଖେଳୁଥିବା ବେଳେ ଗ୍ଲାମରଗାନର ମାଲକମ ନାଶଙ୍କ ଓଭରର ସମସ୍ତ ୬ଟି ବଲରେ ୬ଟି ଛକା ମାରିଥିଲେ। ପ୍ରଥମ ଶ୍ରେଣୀ କ୍ରିକେଟରେ ଏହା ପ୍ରଥମ ଥିଲା। ୧୯୮୫ରେ, ରବି ଶାସ୍ତ୍ରୀ ବାରୋଡାର ତିଲକ ରାଜଙ୍କ ବଲ୍‌ରୁ ୬ ଛକା ମାରି ଏହି ରେକର୍ଡକୁ ସମାନ କରିଥିଲେ।
୧୯୭୪ରେ କ୍ରିକେଟରୁ ଅବସର ନେଇଥିଲେ। ୯୩ ଟେଷ୍ଟ ମ୍ୟାଚରେ ସେ ୫୭.୭୮ ହାରରେ ୮୦୩୨ ରନ ସଂଗ୍ରହ କରିବା ସହିତ ୨୩୫ଟି ଉଇକେଟ ନେଇଥିଲେ। ତାଙ୍କ ନାମରେ ୨୬ଟି ଶତକ ଏବଂ ୩୦ଟି ଅର୍ଦ୍ଧ ଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri