ସାର ପରେ ଗ୍ୟାସ କଳାବଜାରୀ ଅଭିଯୋଗ

ଗଞ୍ଜାମ,୨୨।୧୦(ବିଦ୍ୟାଧର ସାହୁ ): ଗତ କିଛିଦିନ ତଳେ ଗଞ୍ଜାମ ବ୍ଲକ ଅଞ୍ଚଳରେ ଅଭାବୀ ସାର ବିକ୍ରି ଓ କଳା ବଜାରୀ ନେଇ ତୁମ୍ବି ତୋଫାନ ଉଠି ଥିବା ବେଳେ ବର୍ତ୍ତମାନ ଇନ୍ଧନ ଗ୍ୟାସ କଳା ବଜାରୀ ହେଉଥିବା ଅଭିଯୋଗ ହୋଇଛି । ଗ୍ୟାସ ବୁକ୍‌ କରିବାର ଦୀର୍ଘ ଦିନ ପରେ ଖାଉଟିଙ୍କୁ ଗ୍ୟାସ ମିଳି ନ ଥିବା ଜଣେ ଉପଭୋକ୍ତା ସୂଚନା ଦେଇଛନ୍ତି । ଗଞ୍ଜାମ ଡିପୋକୁ ଆସୁଥିବା ଗ୍ୟାସ ଟାଙ୍କି ଛତ୍ରପୁର, ଗୋପାଳପୁର ଆଦି ଅଞ୍ଚଳକୁ ଯାଉଥିବା ଆଲୋଚନା ହେଉଛି l ଏଥିସହ ଗ୍ୟାସ ଏଜେଣ୍ଟ ମାନେ ଚଢ଼ା ଦରରେ ହୋଟେଲ ଓ ଫାଷ୍ଟଫୁଡ ଦୋକାନୀକୁ ଦେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଏ ନେଇ ଜିଲା ଉଚ୍ଚ ପ୍ରଶାସନ ହସ୍ତକ୍ଷେପ କରି ସ୍ଥାନୀୟ ଲୋକଙ୍କ ସମସ୍ୟା ପ୍ରତି ଦୃଷ୍ଟି ଦେବାକୁ ଜନସାଧାରଣ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri