ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି ସ୍ଥାନରେ ଆଉ ଖୋଲାରେ ଗ୍ୟାସ ଭର୍ତ୍ତି କରିକି ଆଣିପାରିବେ ନାହିଁ । ସେହିଭଳି ଗ୍ୟାସ ବିକ୍ରିକୁ ନେଇ ମଧ୍ୟ ବଡ଼ ଘୋଷଣା କରାଯାଇଛି । କେବଳ ଏଜେନ୍ସି ଲାଇସେନ୍ସ ଥିବା ବ୍ୟକ୍ତି ହିଁ ଗ୍ୟାସ ବିକ୍ରି କରିବେ ।

ଦେଶରେ ଗ୍ୟାସ ସଙ୍କଟ ଭିତରେ ବଡ଼ ବୟାନ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଯୋଗାଣ ମନ୍ତ୍ରୀ କହିଛନ୍ତି, ପେଟ୍ରୋଲ ଡିଜେଲ କେନ୍ଦ୍ର ସରକାରଙ୍କ ଦାୟିତ୍ୱରେ ଅଛି। ଯାହା କେନ୍ଦ୍ର ସରକାର ନିଷ୍ପତି ନେଉଛନ୍ତି ତାହାକୁ ଆମେ ମାନିବୁ। ସରକାର ଯାହା ନିଷ୍ପତ୍ତି ନେଇଛନ୍ତି ବିଚାର କରି ନେଇଛନ୍ତି। ସେହିଭଳି e-kyc ଥିଲେ ହିଁ ଗ୍ୟାସ ମିଳିବ ବୋଲି ଘୋଷଣା କରିଛନ୍ତି ମନ୍ତ୍ରୀ । ବିନା ଇ-କେଓ୍ବାଇସିରେ ଗ୍ୟାସ ସିଲିଣ୍ଡର ମିଳିବନି । ଏ ନେଇ ଏଜେନ୍ସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ତଡ଼ିବା ପ୍ରକ୍ରିୟା ଆରମ୍ଭ: ଗିରଫ କରି ସିଧାସଳଖ BSFକୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କୋଲକାତା, ୨୦।୬: ପଶ୍ଚିମବଙ୍ଗରୁ ବେଆଇନ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟର ନବର୍ନିବାଚିତ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ଜାତିସଂଘର ଚେତାବନୀ, ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ! ଦେଖାଦେଇପାରେ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ,୨୦।୫:  ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ବୁଧବାରଏକ ଗମ୍ଭୀର ବିଶ୍ୱ ଖାଦ୍ୟ ସଙ୍କଟ ସମ୍ପର୍କରେ ଏକ ଚେତାବନୀ ଜାରି କରିଛି । FAO ଅନୁଯାୟୀ,…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ପରିବାରକୁ ବଡ଼ ଝଟ୍‌କା: କୋର୍ଟଙ୍କ ନିର୍ଦ୍ଦେଶ ଯୋଗୁ ହେବ ନାହିଁ…

ଭୋପାଳ,୨୦।୫: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ମଡେଲ୍‌ ତଥା ଅଭିନେତ୍ରୀ ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ପୀଡ଼ିତ ପରିବାରକୁ ଏକ ବଡ଼ ଝଟ୍‌କା ଲାଗିଛି। ମୃତଦେହର ଦ୍ୱିତୀୟ…

ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ…

ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି

ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri