ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍‌? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ, ଦିଲ୍ଲୀରେ ୧୯ କିଲୋଗ୍ରାମର ଏଲପିଜି ସିଲିଣ୍ଡରର ମୂଲ୍ୟ ଏବେ ୩,୦୭୧.୫୦ ହୋଇଛି। ଏହି ସମୟରେ, ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ୧ ମଇ, ୨୦୨୬ ଠାରୁ ବିଭିନ୍ନ ସହରରେ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡର ପାଇଁ ଆପଣଙ୍କୁ ପ୍ରତି ସିଲିଣ୍ଡର ପାଇଁ କେତେ ଦେବାକୁ ପଡିବ ତାହା ଜାଣିବା ପାଇଁ ଏଠାରେ ଯାଞ୍ଚ କରନ୍ତୁ।

ନୂଆଦିଲ୍ଲୀରେ ଗ୍ୟାସ ରେଟ୍‌ ୯୧୩.୦୦ ଥିବାବେଳେ କୋଲକାତାରେ ୯୩୯। ସେହିପରି ଭୁବନେଶ୍ୱର 939.00 ଟଙ୍କା ରହିଛି।

ମହାନଗର ଗ୍ୟାସ ଲିମିଟେଡ (MGL) ମୁମ୍ୱାଇ ମହାନଗର କ୍ଷେତ୍ର (MMR) ରେ କମ୍ପ୍ରେସଡ ନାଚୁରାଲ ଗ୍ୟାସ (CNG) ର ମୂଲ୍ୟ ବୃଦ୍ଧି କରିଛି। ମେ 14 ତାରିଖରେ, ଖୁଚୁରା ମୂଲ୍ୟ ପ୍ରତି କିଲୋଗ୍ରାମ 2 ବୃଦ୍ଧି କରାଯାଇଥିଲା। ଫଳସୱରୂପ, ମୁମ୍ୱାଇ, ଥାଣେ, ନଭି ମୁମ୍ୱାଇ ଏବଂ MMRର ଅନ୍ୟାନ୍ୟ ସ୍ଥାନରେ CNGର ମୂଲ୍ୟ ଏବେ ପ୍ରତି କିଲୋଗ୍ରାମ 84 ରେ ପହଞ୍ଚିଛି। ପୂର୍ୱରୁ, ଏହି ସରକାରୀ ଗ୍ୟାସ ବିତରକ ମହାରାଷ୍ଟ୍ରରେ ପ୍ରତି କିଲୋଗ୍ରାମ 82 ରେ CNG ବିକ୍ରି କରୁଥିଲା।

ବର୍ତ୍ତମାନ, ଘରୋଇ ଗ୍ୟାସର କୌଣସି ଅଭାବ ନାହିଁ; ତଥାପି, ସରକାରଙ୍କ କଠୋର ପଦକ୍ଷେପ ଏବଂ ସଂରକ୍ଷଣ ପାଇଁ ଆହ୍ୱାନ ସ୍ପଷ୍ଟ କରୁଛି ଯେ ଆଗାମୀ ଦିନରେ ’କମ୍ପିଅନ’ ଭାବରେ ଇନ୍ଧନ ବ୍ୟବହାର କରିବା ବିଜ୍ଞତାର ସହିତ କାର୍ଯ୍ୟପନ୍ଥା ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?