ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା, ଜଣେ ପୁରୁଷ ଗୁରୁତର

ବଲାଙ୍ଗୀର,୧୦ା୨(ସୁନୀଲ କୁମାର ମହାନ୍ତି): ବେଲପଡ଼ା ଥାନା ଅନ୍ତର୍ଗତ କାନୁଟ ଗାଁରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା ଓ ଜଣେ ପୁରୁଷ ଗୁରୁତର ହୋଇଛନ୍ତି। କାନୁଟ ଗାଁର ଉପରପଡ଼ାର ଏକ ପରିବାରର ୫ ଜଣ ମହିଳା ଏବଂ ଜଣେ ପୁରୁଷ ଟିଭି ଦେଖୁଥିବା ସମୟରେ ଗ୍ୟାସ୍‌ ସିଲିଣ୍ଡର ଫାଟିଥିବା ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ଆହତଙ୍କୁ ପ୍ରଥମେ କଣ୍ଟାବାଞ୍ଜି ସରକାରୀ ଡାକ୍ତରଖାନାକୁ ନେଇ ପ୍ରାଥମିକ ଚିକିତ୍ସା କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri