ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିସ୍ପୋରଣ ହୋଇ ନିଆଁ ଲାଗିଯାଇଥିଲା । ତେବେ ବିସ୍ଫୋରଣ ସମୟରରେ ଘରର ଟିଣ ଉଡିଯାଇଥିବା ଜଣାପଡିଛି ।

ସିଲିଣ୍ଡର ବିସ୍ଫୋରଣରେ ଦୁଇ ମହିଳା ଦୁଇ ଶିଶୁଙ୍କ ସମେତ ୬ ଜଣ ଆହାତ ହୋଇଛନ୍ତି । ଆହାତମାନେ ହେଲେ ଶୋଭା ନାହାକ (୬୫), ପିଙ୍କି ନାହାକ (୩୫), ପ୍ରଶନ ନାହାକ (୩୫), କିର୍ତ୍ତନ ନାହାକ (୭୦), ପାଣ୍ଡା ନାହାକ( ୪) ଓ ଖୁସି ନାହାକ (ଦେଢବର୍ଷ) ବୋଲି ଜଣା ପଡିଛି । ସମସ୍ତ ଆହାତଙ୍କୁ ଚିକିତ୍ସା ଲାଗି ଆମ୍ବୁଲାନ୍ସ ଯୋଗେ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତିକରାଯାଇଛି । ଖବରପାଇ ପୁରୁଷୋତ୍ତମପୁର ଦମକଳବାହୀନି ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିବା ବେଳେ ଥାନା ଏସଆଇ ଶୁଶାନ୍ତକୁମାର ମିଶ୍ର ଯାଇ ତଦନ୍ତ ଚଲାଇଛନ୍ତି ।

ଘଟଣାରୁ ଜାଣିବାକୁ ମିଳିଛିଯେ କିର୍ତ୍ତନଙ୍କ ଘରେଥିବା ଗ୍ଯାସଟିକୁ ଲଗାଇବା ପାଇଁ ସେହି ଗ୍ରାମର ସମ୍ପର୍କିୟ ପ୍ରଶନଙ୍କୁ ଡାକିଥିଲେ । ସେ ଗ୍ଯାସ ଲଗାଇବା ବେଳେ ହଠାତ୍ ଫାଟିଯାଇ ଘରସାରା ଜଳିଉଠିଥିଲା । ଏହି ବିଷ୍ପୋରଣରେ ଘରର ଟିଣ ଉଡିଯାଇଥିବା ବେଳେ ଜିନିଷପତ୍ର ମଧ୍ୟ ପୋଡିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri