ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ ଫାଟି ୪ ଶ୍ରମିକ ଗୁରୁତର

ବଲାଙ୍ଗୀର,୫ା୧୨(ସୁନୀଲ କୁମାର ମହାନ୍ତି): ଗ୍ୟାସ୍‌ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍‌ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼, ୟୁପି ଅଞ୍ଚଳର ଶ୍ରମିକମାନେ ରୋଷେଇ କରୁଥିବା ସମୟରେ ହଠାତ୍‌ ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ ଫାଟି ଯାଇଥିଲା। ପାଖରେ କାମ କରୁଥିବା ୪ ଜଣ ଶ୍ରମିକ ପୋଡ଼ି ହୋଇଯାଇଥିଲେ। ଗୁରୁତରମାନଙ୍କୁ ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରଯାଇଥିଲା। ଜଣେ ଅଧିକ ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ହେଲେ ପରିବାର ଲୋକେ ଅଧିକ ଚିକିତ୍ସା ପାଇଁ ରାୟପୁରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ନେଇ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଯୁବକଙ୍କୁ ହାଣି ଲୁଟିନେଲେ…

ବାଲେଶ୍ବର,୨୪।୩: ବାଲେଶ୍ବର ଜିଲା ସିମୁଳିଆ ଥାନା ବାଟି ପଞ୍ଚାୟତ ବଣଗଢ଼ିଆ ଗାଁରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଗାଁର ଆନନ୍ଦ ବେହେରାଙ୍କ ଘରେ ୫ଜଣ...

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ସ୍ତ୍ରୀ ଆତ୍ମହତ୍ୟା ଧମକ ଦେବା, ଝଗଡ଼ା କରିବା ସ୍ୱାମୀଙ୍କୁ ଏକ ପ୍ରକାର ବ୍ଲାକମେଲିଂ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୨୪ା୩: ଜଣେ ସ୍ତ୍ରୀ ବାରମ୍ବାର ଆତ୍ମହତ୍ୟା ଏବଂ ଝଗଡ଼ା କରିବାକୁ ଧମକ ଦେବା କେବଳ ଅତ୍ୟାଚାର ନୁହେଁ ବରଂ ସ୍ୱାମୀଙ୍କ ପ୍ରତି ମାନସିକ ଅତ୍ୟାଚାରର ବୋଲି...

ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ

ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି...

୨୦୨୫-୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ୍‌ ଦର: ଜାଣନ୍ତୁ ବଢିବା ନା କମିବ

ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିବାକୁ ଯାଉଛି। ଅପରାହ୍ନରେ ଆଶା...

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୪।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ସୋମବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ...

ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ

ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ...

ଭୁବନେଶ୍ୱର ହେବ ୨ ପୋଲିସ ଜିଲା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ପୂର୍ବାପେକ୍ଷା ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏପରି କି ମାମଲା ସଂଖ୍ୟାରେ ବୃଦ୍ଧି, ଆଇନଶୃଙ୍ଖଳା ଚ୍ୟାଲେଞ୍ଜ୍‌, ବିକ୍ଷୋଭ ଓ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri