ଗ୍ୟାସ୍‌ ଲିକ୍‌ ହୋଇ ଅଗ୍ନିକାଣ୍ଡ

ଭଞ୍ଜନଗର ୨୮।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଖଲାସାହିରେ ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରୁ ସନ୍ତୋଷ ପଣ୍ଡାଙ୍କ ପରିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଥିଲା । ଏଥିରେ ଘରର ଆସବାବପତ୍ର କ୍ଷତି ହୋଇଥିବା ବେଳେ କେହି ମୃତାହତ ହୋଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri