Posted inଜାତୀୟ

କେମିକାଲ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌: ୫ ମୃତ

ସୁରଟ,୬ ।୧: ଗୁଜରାଟ ସୁରଟରେ ଗୁରୁବାର ସକାଳୁ ଏକ ଅଘଟଣ ଘଟିଛି । ସଚିନ ଜିଆଇଡିସି ଅଞ୍ଚଳରେ ଏକ କେମିକାଲ ଟ୍ୟାଙ୍କରରେ ଗ୍ୟାସ ଲିକ ହେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୨ ଡଜନରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ଲାଗି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଟ୍ୟାଙ୍କର ଡ୍ରାଇଭର ରାସ୍ତା କଡରେ ଥିବା ନାଳରେ କେମିକାଲ ଢାଳୁଥିବା ସମୟରେ ଟ୍ୟାଙ୍କରରୁ ଗ୍ୟାସ ଲିକ ହୋଇଯାଇଥିଲା । ଫଳରେ ପାଖରେ ଥିବା ୫ ଜଣଙ୍କର ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri