ପୁଣି ବଢିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୧୨: ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଥିଲା ଏବଂ ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି। ୧୯ କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରରେ ୨୧ ଟଙ୍କା ବୃଦ୍ଧି ଘଟିଛି। ଆଜିଠାରୁ ଏହି ଦର ଲାଗୁ ହେବ। ଫଳରେ ରାଜଧାନୀ ଦିଲ୍ଲୀର ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ପିଛା ୧୭୯୬.୫୦ ଟଙ୍କା ଦେବାକୁ ପଡିବ, କିନ୍ତୁ ଗତ ମାସରେ ଏହା ସିଲିଣ୍ଡର ପିଛା ୧୭୭୫.୫୦ ଟଙ୍କା ଥିଲା। କୋଲକାତା ୧୯୦୮.୦୦ ଟଙ୍କା,ମୁମ୍ବାଇ ୧୭୪୯.୦୦ ଟଙ୍କା, ଚେନ୍ନାଇ ୧୯୬୮.୫୦ ଟଙ୍କା ରହିଛି। ୧୪.୨ କିଲୋଗ୍ରାମ ସବସିଡିଯୁକ୍ତ ଘରୋଇ ଏଲପିଜି ମୂଲ୍ୟରେ କୌଣସି ବୃଦ୍ଧି ହୋଇନାହିଁ।
ନଭେମ୍ବର ୧ରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ରୁ ଅଧିକ ବୃଦ୍ଧି କରାଯାଇଥିଲା। ଏଲପିଜିର ଏହି ମୂଲ୍ୟ ୧୯ କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରରେ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri