Posted inଜାତୀୟ

୪ ମାସରେ ଗ୍ୟାସ୍‌ ଦାମ ୭ ଥର ବୃଦ୍ଧି: କାଠ ଜଳାଉଛନ୍ତି ଉଜ୍ଜ୍ୱଳା ଯୋଜନା ହିତାଧିକାରୀ

ନୂଆଦିଲ୍ଲୀ,୩।୩: ଦେଶରେ ଗତ ୪ମାସ ମଧ୍ୟରେ ଗ୍ୟାସ୍‌ ଦାମ ୭ ଥର ବୃଦ୍ଧି ପାଇଛି। ସିଲିଣ୍ଡର ଦାମ ବଢ଼ିବା ଯୋଗୁ ଉଜ୍ଜ୍ୱଳା ଯୋଜନା ହିତାଧିକାରୀ ଏବେ ଆଉ ଗ୍ୟାସ୍‌ ଜଳାଇବାକୁ ପସନ୍ଦ କରୁ ନାହାନ୍ତି। ଦେଶର ୮ କୋଟି ହିତାଧିକାରୀଙ୍କୁ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ସିଲିଣ୍ଡର ଭର୍ତ୍ତି କରିବା ଲାଗି ହିତାଧିକାରୀଙ୍କ ପାଖରେ ଟଙ୍କା ନାହିଁ। ଏହି ଯୋଜନାରେ ମହାରାଷ୍ଟ୍ରର ଆୟେଶା ଶେଖ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ସେପ୍ଟେମ୍ବର ୭ରେ ଉଜ୍ଜ୍ୱଳା ଯୋଜନା ହିତାଧିକାରୀ ଭାବେ ପ୍ରମାଣପତ୍ର ପ୍ରଦାନ କରିଥିଲେ। ତେବେ ଏବେ ଆୟେଶା ଆଉ ଗ୍ୟାସ୍‌ ଜଳାଇ ପାରୁ ନାହାନ୍ତି। ସେ ବାସ କରୁଥିବା ଘରର ଭଡ଼ା ମାସକୁ ୬୦୦ ଟଙ୍କା ଥିବାବେେଳେ ଗ୍ୟାସ୍‌ ସିଲିଣ୍ଡର ଦାମ ଏହାଠାରୁ ଅଧିକ ହୋଇ ଯାଉଛି। ସେହିପରି ଔରଙ୍ଗାବାଦ ଜିଲାର ଲୋହଗାଓ୍ବଁରେ ବାସ କରୁଥିବା ଉଜ୍ଜ୍ୱଳା ଯୋଜନା ହିତାଧିକାରୀ ମନ୍ଦାବାଈ ପାବ୍ଲେଙ୍କ ଅବସ୍ଥା ମଧ୍ୟ ସମାନ। ଏବେ ଉଜ୍ଜ୍ୱଳା ଯୋଜନା ହିତାଧିକାରୀ ଘରେ ରନ୍ଧାରନ୍ଧି ପାଇଁ କାଠଚୂଲୀ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସହ ହୋଟେଲ ଯାଇଥିଲେ ସ୍ବାମୀ, ପହଞ୍ଚିଗଲେ ସ୍ତ୍ରୀ, ଆଉ ତା’ ପରେ…

ମୁମ୍ବାଇ,୧୩ା୮: ମହାରାଷ୍ଟ୍ରର ଔରଙ୍ଗାବାଦର ଏକ ହୋଟେଲ ବାହାରେ ଜଣେ ମହିଳା ହଙ୍ଗାମା କରିଛନ୍ତି। କାରଣ ତାଙ୍କ ସ୍ବାମୀ ଗର୍ଲଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିବା ଜାଣିବା ପରେ...

ସତ ହେଲା ବାଜପେୟୀଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୭।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଭବିଷ୍ୟବାଣୀ ଏବେ ସତ ହୋଇଥିବା ଆଲୋଚନା ହେଉଛି। ପାଖାପାଖି ଦୁଇ ଦଶକ ପରେ ଏହା...

ଯୋଗ୍ୟ ଆକାଉଣ୍ଟକୁ ଋଣ ପୁନର୍ଗଠନ ସୁବିଧା

ନୂଆଦିଲ୍ଲୀ,୪ା୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ବ୍ୟାଙ୍କ ସିଇଓଙ୍କ ସହ ଆଲୋଚନା କରିଛନ୍ତି। କୋଭିଡ୍‌-୧୯ ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥା ଲାଗି ଘୋଷଣା ହୋଇଥିବା ଋଣ ଯୋଜନା...

ମୌସୁମୀ ଅଧିବେଶନ ଆରମ୍ଭ: ମାସ୍କ, ଫେସ୍‌ ସିଲ୍ଡ ପିନ୍ଧି ପହଞ୍ଚିଲେ ଏମ୍‌ପି

ନୂଆଦିଲ୍ଲୀ,୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। କରୋନା କଟକଣା ମଧ୍ୟରେ ବସୁଥିବା ଏହି ଅଧିବେଶନକୁ ଏମ୍‌ପିମାନେ ମାସ୍କ ଏବଂ ଫେସ୍‌ ସିଲ୍ଡ ଲଗାଇ...

ଲକ୍‌ଡାଉନ୍‌: ୪୦ କୋଟି ୮୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଘରେ ରହିଛି ୨୧ ଦିନର ଖାଦ୍ୟ ସାମଗ୍ରୀ !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ୩୧.୪...

ଖୋଲିଲା ବଦ୍ରିନାଥ ଧାମ: ଶ୍ରଦ୍ଧାଳୁଙ୍କର ଲାଗିଛି ଭିଡ

ଡେରାଡୁନ,୮ ।୫: ଉତ୍ତରାଖଣ୍ଡର ଚାରିଧାମ ଯାତ୍ରା ଜାରି ରହିଛି । ଇତିମଧ୍ୟରେ ରବିବାର ସକାଳୁ ବଦ୍ରିନାଥ ଧାମ ଖୋଲାଯାଇଛି । ଗ୍ରୀଷ୍ମକାଳ ପାଇଁ ବଦ୍ରିନାଥ ମନ୍ଦିରର...

ଶିବସେନାରେ ବିଦ୍ରୋହ ମଧ୍ୟରେ ଏମ୍‌ଭିଏର ମନ୍ଥନ: ମୁଖ୍ୟମନ୍ତ୍ରୀ ଡକାଇଲେ ଉଚ୍ଚସ୍ତରୀୟ ବୈଠକ

ମୁମ୍ବାଇ,୨୨।୬: ଏକନାଥ ସିନ୍ଦେଙ୍କ ବିଦ୍ରୋହୀ ମନୋଭାବ ଯୋଗୁ ବର୍ତ୍ତମାନ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବର୍ତ୍ତମାନ ଉଦ୍ଧବ ସରକାରଙ୍କ ଉପରେ ଘାରିଥିବା ସଙ୍କଟକୁ ଦୃଷ୍ଟିରେ ରଖି...

ପିଏମ୍‌ସି ବ୍ୟାଙ୍କ ବିରୋଧ ପ୍ରଦର୍ଶନ ପରେ ଦୃଦ୍‌ଘାତରେ ଜଣେ ଜମାକାରୀଙ୍କ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରୋଟିଭ(ପିଏମ୍‌ସି) ବ୍ୟାଙ୍କର ଜମାକାରୀଙ୍କୁ କିଛି ଦିନ ହେଲା ବହୁ ଅସୁବିଧାର ସାମ୍ନା କରିବାକୁ ପଡ଼ୁଛି। ପିଏମ୍‌ସି ବ୍ୟାଙ୍କ ବନ୍ଦ ହୋଇଯିବା...

Advertisement
Archives

Model This Week