ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡ଼ିଛି। ଏଥିସହ ଗ୍ୟାସ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଗୋଟେ ସିଲିଣ୍ଡରକୁ ୧୭ ଶହ ଟଙ୍କାରୁ ୨ ହଜାର ଟଙ୍କାରେ କିଣୁଛନ୍ତି ଲୋକେ।

ଅନ୍ୟପଟେ ଏହି ଜାଳେଣି ଗ୍ୟାସ ମିଳୁ ନ ଥବା ଯୋଗୁ ସହରର ଅଧାରୁ ଅଧିକ ଫାଷ୍ଟଫୁଡ୍‌ ଦୋକାନ ଓ ହୋଟେଲ ଆଦି ବନ୍ଦ ରହୁଥିବା ଦେଖିବାକୁ ମିଳିଛି। ଜଣେ ହିତାଧିକାରୀଙ୍କୁ ଗୋଟେ ଖାତା ପିଛା ୨୫ ଦିନ ବ୍ୟବଧାନରେ ଗୋଟିଏ ମାତ୍ର ସିଲିଣ୍ଡର ମିଳବ ବୋଲି ଗ୍ୟାସ୍‌ ଏଜେଣ୍ଟ କହୁଥିବା ଶୁଣିବାକୁ ମିଳିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri