ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ବେଳେ ଖବର ପାଇ ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିଛନ୍ତି।
ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ବେଳେ ଖବର ପାଇ ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିଛନ୍ତି।
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…
ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…
ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…
ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…
ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…
ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…
ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍ଏଚ୍ଜିଙ୍କ ପାଇଁ…