ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ବେଳେ ଖବର ପାଇ ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିଛନ୍ତି।