ମିସ୍‌ଡ କଲରେ ମିଳିବ ଗ୍ୟାସ

ଭୁବନେଶ୍ୱର,୧୩|୧୨: ବର୍ତ୍ତମାନ ଏଲ୍‌ପିଜି ସିଲିଣ୍ଡର ବୁକିଂ ପାଇଁ ଦେଶର ପ୍ରମୁଖ ଇନ୍ଧନ ବିପଣନ (ଗ୍ୟାସ୍‌) କମ୍ପାନୀ ବିଭିନ୍ନ ପ୍ରକାରର ସହଜ ସୁବିଧା ସେବା ଗ୍ରାହକଙ୍କ ପାଇଁ ଉପଲବ୍ଧ କରାଇଛନ୍ତି। କମ୍ପାନୀର କାରବାର ବୃଦ୍ଧି ପାଇଁ ଏଭଳି ନିଷ୍ପତ୍ତି ସହ ଗ୍ୟାସ୍‌ ସିଲିଣ୍ଡର ବୁକ୍‌ କରିବାକୁ ଗ୍ରାହକଙ୍କୁ କେବଳ ଏକ ମିସ୍‌ଡ କଲ୍‌ ଦେବାକୁ ପଡିବ। ଏଲ୍‌ପିଜି ସିଲିଣ୍ଡର ବୁକିଂ ଠିକଣାରେ ପହଞ୍ଚିଯିବ ବୋଲି କମ୍ପାନୀଗୁଡିକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ବିଆଇ ଡିଜିଟାଲ୍‌ ଇନ୍‌ଭଏସ୍‌ ପ୍ଲାଟ୍‌ଫର୍ମ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ସେବା ‘ଡିଜିଟାଲ୍‌ ଇନ୍‌ଭଏସ୍‌ ପ୍ଲାଟଫର୍ମ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା...

୪୫ ଦିନରେ ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌

ଭୁବନେଶ୍ୱର,୧୫ା୭: ସନ୍ଧ୍ୟା ହେଲେ ସ୍ମାର୍ଟସିଟିବାସୀ ଭୁବନେଶ୍ୱରର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନୀ(ମେଳା)’ରେ ଭିଡ଼ ଜମାଉଛନ୍ତି। ଏପରିକି ଏହି ମେଳା...

ଓଇଜିର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ ଏଜୁକେଶନାଲ ଗ୍ରୁପ୍‌ (ଓଇଜି) ନିକଟରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ସହ ନୂଆ ମାଇଲଷ୍ଟୋନ୍‌...

ବିଓଆଇର ଗ୍ରାହକ ସମ୍ମିଳନୀ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ସମ୍ବଲପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ଗ୍ରାହକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ବିଶେଷ କରି...

ସୋନିର ନୂତନ ଉତ୍ପାଦ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ବ୍ରାଭିଆ ୭ ମିନି ଏଲ୍‌ଇଡି ସିରିଜ୍‌’ ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଉନ୍ନତ ସୁବିଧା...

ମ୍ୟୁଚୁଆଲ ଫଣ୍ଡ୍‌ରେ ବଢୁଛି ମହିଳା ନିବେଶକଙ୍କ ସହଭାଗୀ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ଘରୋଇ ମ୍ୟୁଚୁଆଲ ପଣ୍ଡ ଶିଳ୍ପରେ ମହିଳାମାନଙ୍କର ସହଭାଗୀ ବଢୁଥିବାବେଳେ ଉଭୟ ଦେଶ ଓ ରାଜ୍ୟର ମହିଳାଙ୍କ ସଂଖ୍ୟା ମଧ୍ୟ ସେହି ପରିମାଣରେ ବୃଦ୍ଧି ପାଉଛି।...

କିଏ ହେବେ କଂଗ୍ରେସର ଉପନେତା: ଘୋଷଣା ହେଲା ନାଁ

ନୂଆଦିଲ୍ଲୀ,୧୪ା୭?:କଂଗ୍ରେସ ଏମ୍‌ପି ଗୌରବ ଗୋଗୋଇ ଲୋକ ସଭାରେ ଦଳର ଉପନେତା ହେବାକୁ ଯାଉଛନ୍ତି। ଦଳର ଏହି ନିଷ୍ପତ୍ତି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଜଣାଇ...

ୟୁଟ୍ୟୁବ୍‌ ଦୁନିଆରେ ଇତିହାସ ରଚିଲେ ‘ମିଷ୍ଟର ବିଷ୍ଟ’: ହାସଲ କଲେ ବଡ଼ ଉପଲବ୍ଧି

ପ୍ରସିଦ୍ଧ ୟୁଟ୍ୟୁବର ଜିମି ଡୋନାଲ୍ଡସନ୍‌(ମିଷ୍ଟର ବିଷ୍ଟ ନାମରେ ଜଣାଶୁଣା) ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ୟୁଟ୍ୟୁବର ହୋଇପାରିଛନ୍ତି ଯାହାଙ୍କ ସବ୍‌ସ୍କ୍ରାଇବରଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri