ଗ୍ୟାସ୍‌ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧. ୩୧ ଲକ୍ଷ ଟଙ୍କା

ସୋର, ୧ା୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ମୁଳିସିଂ ରାସ୍ତା ଲେଭଲକ୍ରସିଂ ନିକଟରେ ଗୁରୁବାର ରାତିରେ ୩ଜଣ ଗ୍ୟାସ୍‌ କର୍ମଚାରୀ ଗୋଦାମରେ ଗାଡ଼ି ରଖି ଫେରୁଥିବା ବେଳେ ବିଲ ମଝିରେ ଛକି ବସିଥିବା ୫ରୁ ୬ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଆକ୍ରମଣ କରି ୧ଲକ୍ଷ ୩୧ହଜାର ୧୬୦ଟଙ୍କା ଲୁଟି ନେଇଛନ୍ତି। ଏନେଇ ସୋର ଥାନାରେ ଅଭିଯୋଗ ହୋଇଛି।
ଏକ ଗ୍ୟାସ ଏଜେନ୍ସିରେ କାମ କରୁଥିବା ନୂଆଗାଁର ଗୋପାଳ ଜେନା, ଭୋଳାନାଥ ଜେନା, ପ୍ରମୋଦ ଜେନା ରାତି ୯ଟା ବେଳେ ବିଭିନ୍ନ ଆଡ଼ୁ ଗ୍ୟାସ୍‌ ଦେଇ ଟଙ୍କା ନେଇ ଫେରୁଥିଲେ। ସେମାନେ ମୁଳିସିଂ ଛକରେ ଥିବା ଗ୍ୟାସ୍‌ ଗୋଦାମରେ ଗାଡ଼ି ରଖି ଆଦାୟ ଟଙ୍କାକୁ ସାଙ୍ଗରେ ନେଇଯାଉଥିବା ବେଳେ ମୁଳିସିଂ ଲେଭଲକ୍ରସିଂଠାରେ ଦୁର୍ବୃତ୍ତମାନେ ଭୁଜାଲି, ଖଣ୍ଡା, ରଡ଼ ଧରି ସେମାନଙ୍କର ମିଳିତ ଭାବେ ଆକ୍ରମଣ କରି ତଳେ ପକାଇଥିଲେ। ସେମାନଙ୍କଠାରୁ ଟଙ୍କା ବ୍ୟାଗ୍‌ ଛଡ଼ାଇ ନେଇଯାଇଥିଲେ। ସେମାନେ ଶୁକ୍ରବାର ସୋର ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା (ନଂ.୧/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…

ଡିଜିଟାଲ ପ୍ଲାଟ୍‌ଫର୍ମରେ ପୁରୁଷଙ୍କ ଅପେକ୍ଷା ମହିଳା ଅଧିକ ସକ୍ରିୟ, ବିନିଯୋଗ କରୁଛନ୍ତି ୫୦%ରୁ ଅଧିକ ସମୟ

ନୂଆଦିଲ୍ଲୀ,୧୯।୫(ଆଇଏଏନ୍‌ଏସ୍‌): ଭାରତର ସହରାଞ୍ଚଳରେ ଡିଜିଟାଲ ବିପ୍ଳବର ମଙ୍ଗ ଏବେ ମହିଳାମାନଙ୍କ ହାତରେ। ବିଶେଷକରି ମନୋରଞ୍ଜନ, ମେସେଜିଂ, ଇ-କମର୍ସ ଏବଂ କ୍ୱିକ୍‌ କମର୍ସ ଭଳି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ…

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri