ଟ୍ରମ୍ପ୍‌ ଟିମ୍‌ର ଗେଟର ଆପ୍‌

ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟରରୁ ବ୍ୟାନ୍‌ ହେବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏକ ଟିମ୍‌ ଏହି ସୋସିଆଲ ମିଡିଆ ଷ୍ଟାଇଲର ଆପ୍ଲିକେଶନ ଆଣିଛନ୍ତି। ସାମାଜିକ ଗଣମାଧ୍ୟମ ପ୍ରତି ଟ୍ରମ୍ପ୍‌ଙ୍କ ଦୁର୍ବଳତାକୁ ଦୃଷ୍ଟିରେ ରଖି ତାଙ୍କ ପୂର୍ବତନ ପରାମର୍ଶଦାତା ଜେସନ୍‌ ମିଲର ଗେଟର (ଜିଇଟିଟିଆର୍‌) ଆପ୍‌ର ଶୁଭାରମ୍ଭ କରିଛନ୍ତି। ଗୁଗଲ ଏବଂ ଆପଲ୍‌ ଆପ୍‌ ଷ୍ଟୋରରେ ଗେଟର ନିଜକୁ ବିଶ୍ୱର ସମସ୍ତଙ୍କ ପାଇଁ ଅଣପକ୍ଷପାତ ସୋସିଆଲ ନେଟ୍‌ଓ୍ବର୍କ ବୋଲି ଅଭିହିତ କରିଛି। ତେବେ ଟ୍ରମ୍ପ୍‌ ଏବେ ସୁଦ୍ଧା ଆକାଉଣ୍ଟ ଖୋଲି ନ ଥିବା ମିଲର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri