ଟ୍ରମ୍ପ୍‌ ଟିମ୍‌ର ଗେଟର ଆପ୍‌

ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟରରୁ ବ୍ୟାନ୍‌ ହେବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏକ ଟିମ୍‌ ଏହି ସୋସିଆଲ ମିଡିଆ ଷ୍ଟାଇଲର ଆପ୍ଲିକେଶନ ଆଣିଛନ୍ତି। ସାମାଜିକ ଗଣମାଧ୍ୟମ ପ୍ରତି ଟ୍ରମ୍ପ୍‌ଙ୍କ ଦୁର୍ବଳତାକୁ ଦୃଷ୍ଟିରେ ରଖି ତାଙ୍କ ପୂର୍ବତନ ପରାମର୍ଶଦାତା ଜେସନ୍‌ ମିଲର ଗେଟର (ଜିଇଟିଟିଆର୍‌) ଆପ୍‌ର ଶୁଭାରମ୍ଭ କରିଛନ୍ତି। ଗୁଗଲ ଏବଂ ଆପଲ୍‌ ଆପ୍‌ ଷ୍ଟୋରରେ ଗେଟର ନିଜକୁ ବିଶ୍ୱର ସମସ୍ତଙ୍କ ପାଇଁ ଅଣପକ୍ଷପାତ ସୋସିଆଲ ନେଟ୍‌ଓ୍ବର୍କ ବୋଲି ଅଭିହିତ କରିଛି। ତେବେ ଟ୍ରମ୍ପ୍‌ ଏବେ ସୁଦ୍ଧା ଆକାଉଣ୍ଟ ଖୋଲି ନ ଥିବା ମିଲର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ଉବୁଟୁବୁ ଥାଇଲାଣ୍ଡ

ବ୍ୟାଙ୍କକ୍‌, ୨୯ା୯: ଝଡ଼ ଡାଇନାମୁ ଏବଂ ମୌସୁମୀଜନିତ ଲଗାଣ ବର୍ଷା ଯୋଗୁ ଥାଇଲାଣ୍ଡରେ ବନ୍ୟା ଆସିଛି। ଏଥିରେ ଦେଶର ୭୬ ପ୍ରଦେଶ ମଧ୍ୟରୁ କେନ୍ଦ୍ର, ଉତ୍ତର...

୧୨ ତାଲିବାନ୍‌ ଆତଙ୍କବାଦୀ ନିହତ: ୧୬ ସାଧାରଣ ଲୋକ ମୁକ୍ତ

କାବୁଲ,୨୦।୧୦: ଆଫଗାନିସ୍ତାନରେ ମିଳିତ ସୁରକ୍ଷାବଳଙ୍କୁ ଏନ୍‌ କାଉଣ୍ଟରରେ ୧୨ ତାଲିବାନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ତାଲିବାନ୍‌ ଆତଙ୍କବାଦୀଙ୍କ ଦ୍ୱାରା ଅପହୃତ ହୋଇଥିବା ୧୬ ଜଣ ସାଧାରଣ...

୫ ଦିନରେ ହସ୍ପିଟାଲ ନିର୍ମାଣ କଲା ଚାଇନା

ବେଜିଂ, ୧୭ା୧: ଚାଇନାକୁ କରୋନା ସଂକ୍ରମଣ ଫେରିଥିବାବେଳେ ସାଉଥବେଜିଂର ଏକ ସହରରେ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ସେଠାରେ ଯୁଦ୍ଧକାଳୀନ...

ଇମ୍ରାନଙ୍କୁ ମରିୟମଙ୍କ ଚେତାବନୀ

ଇସଲାମାବାଦ,୧୬ା୫: ପାକିସ୍ତାନର ଶାସକ ଦଳ ମୁସ୍‌ଲିମ ଲିଗ୍‌-ନଓ୍ବାଜ (ପିଏମଏଲ-ଏନ୍‌) ନେତ୍ରୀ ମରିୟମ ନଓ୍ବାଜ କହିଛନ୍ତି ଯେ, ଯଦି ଇମ୍ରାନ ତାଙ୍କ ହତ୍ୟାକାଣ୍ଡର ଷଡ଼ଯନ୍ତ୍ରର ପ୍ରମାଣ ଦେଖାନ୍ତି...

ବିପଦ ମାଡ଼ି ଆସୁଛି, ପୃଥିବୀ ମୁହାଁ ବିରାଟ ଗ୍ରହାଣୁ ପିଣ୍ଡ …

ଓ୍ବାଶିଂଟନ,୧୭।୧୧: କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ପୃଥିବୀ ଉପରେ ନୂଆ ବିପଦ ମାଡ଼ି ଆସୁଛି। ବିଗ୍‌ ବେନ୍‌ ଘଣ୍ଟା ଆକାରଠାରୁ ତିନି...

କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୫୩ ଲକ୍ଷ: ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୪୦ ହଜାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୩ ଲକ୍ଷ ୬...

କାତାରରେ ଏଫ୍‌-୨୨ ଯୁଦ୍ଧବିମାନ

ଓ୍ବାଶିଂଟନ,୩୦ା୬(ଏଏଫ୍‌ପି): ଇରାନ-ଆମେରିକା ବିବାଦ ବଢ଼ିବାରେ ଲାଗିଛି। ପ୍ରଥମ ଥର ଲାଗି ଆମେରିକା କାତାରରେ ଏହାର ଏଫ୍‌-୨୨ ଲଢ଼ୁଆ ବିମାନ ମୁତୟନ କରିଛି। ଆମେରିକା ସ୍ବାର୍ଥର ସୁରକ୍ଷା...

ସିରିଆରେ ଭୟଙ୍କର ବିସ୍ଫୋରଣ

ସିରିଆ,୩।୬: ସିରିଆ ଉତ୍ତର ପଶ୍ଚିମ ସହର ଅଜାଜରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋଟକ ସାମଗ୍ରୀରେ ଭର୍ତ୍ତି ଥିବା କାର ଜନଗହଳିପୂର୍ଣ୍ଣ ସ୍ଥାନରେ ହଠାତ୍‌ ବିସ୍ଫୋରଣ ହୋଇଥିଲା।...

Advertisement
Archives

Model This Week