ବିବାହର କିଛି ସମୟ ପୂର୍ବରୁ କ୍ୟାମେରା ସାମ୍ନାକୁ ଆସିଲେ ଗୌହର!

ମୁମ୍ବାଇ: ଅଭିନେତ୍ରୀ ଗୌହର ଖାଁ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ଡିସେମ୍ବର ୨୫ରେ ସେ ହାତକୁ ଦି ହାତ ହେବେ । ଏବେଠାରୁ କିନ୍ତୁ ତାଙ୍କ ଘର ସାମ୍ନାରେ ଲାଗିଛି ଭିଡ । ଇତିମଧ୍ୟରେ ଗୌହରଙ୍କୁ ଅପେକ୍ଷା ରଖିଥିବା କେତେଜଣ ଖବରଦାତାଙ୍କୁ ଦେଖା କରିବାକୁ ଗୌହର ନିଜେ ଆସିବା ଚର୍ଚ୍ଚାର ବିଷୟ ପାଲଟିଛି । ସାଦାସିଦା ପୋଷାକରେ ବାହାରକୁ ଆସି ଗୌହର ବିନମ୍ର୍‌ତାର ସହ ଖବରଦାତାଙ୍କ ସହ କଥା ହୋଇଛନ୍ତି । ଗୌହରଙ୍କୁ ଦେଖୁ ଦେଖୁ ସମସ୍ତେ ତାଙ୍କୁ ବିବାହ ଶୁଭେଚ୍ଛା ଜଣାଇଥିବା ବେଳେ ଗୌହର ବି ସ୍ମିତ ହସି ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହାରି ଭିତରେ ସେ କହିଥିଲେ ଏବେ ବିବାହ ବାକି ରହିଛି । ତେବେ ସୂଚନା ମୁତାବକ ୨୪ ଡିସେମ୍ବରରୁ ତାଙ୍କ ବିବାହ ପୂର୍ବର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏହାପରେ ସେ ସମସ୍ତ ଖବରଦାତାଙ୍କୁ ବିବାହ ଦିନ ଘରକୁ ଆସିବାକୁ ଅନୁରୋଧ କରିଥିଲେ । ଏହାବି କହିଥିଲେ କି ମା’ ଆପଣମାନଙ୍କ ପାଇଁ ମିଠା ତିଆରି କରି ରଖିଥିବେ ଆପଣମାନେ ନିଶ୍ଚିତ ଆସିବେ । ଗୌହରଙ୍କ ଏହି କେଇପଦ କଥା ସମସ୍ତଙ୍କ ମନକୁ ଛୁଇଁ ଯାଇଥିଲା । ଏହାପରେ ସେ ଚାଲି ଯାଇଥିଲେ । ହେଲେ ବିବାହ ପୂର୍ବରୁ ହଳଦିଆ ରଙ୍ଗର ପୋଷାକରେ ଗୌହର ଖୁବ୍ ସୁନ୍ଦର ଲାଗୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri