ଆର୍ୟନଙ୍କୁ ଜାମିନ ନ ମିଳିବା ଯାଏ ଖାଇବେନି ଗୌରୀ

ମୁମ୍ବାଇ: ଆସନ୍ତାକାଲି ଅର୍ଥାତ୍‌ ଅକ୍ଟୋବର ୨୦ରେ ଆର୍ୟନଙ୍କ ଜାମିନ ଶୁଣାଣି ହୋଇପାରେ। ପୁଅକୁ ଜାମିନ ନ ମିଳିବା ଯାଏ ମା’ ଗୌରୀ ଖାନ୍‌ ମିଠା ଖାଇବେ ନାହିଁ ବୋଲି ମାନସିକ ରଖିଛନ୍ତି। ଏପରିକି ସେ କୌଣସି ମିଠା ଜାତୀୟ ଖାଦ୍ୟ ବି ରାନ୍ଧିବେ ନାହିଁ। ଦୀପାବଳି ପୂର୍ବରୁ ଆର୍ୟନଙ୍କୁ ଜାମିନ ମିଳିପାରେ ବୋଲି ଆଶା ରଖିଛନ୍ତି ପିତା ଶାହାରୁଖ ଓ ମାତା ଗୌରୀ।

ଅକ୍ଟୋବର ୩ରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) କ୍ରୁଜ୍‌ ଡ୍ରଗ୍ସ ପାର୍ଟି ମାମଲାରେ ଜଡ଼ିତ ଥିବା ଘଟଣାରେ ଆର୍ୟନଙ୍କୁ ଗିରଫ କରିଥିଲା। ଏହାପରଠାରୁ ଶାହାରୁଖ, ଗୌରୀ ଏବଂ ପୂରା ପରିବାର ଭାଙ୍ଗି ପଡ଼ିଛନ୍ତି। ଏହା ତାଙ୍କ ପାଇଁ ସବୁଠୁ କଠିନ ତଥା ଦୁଃଖ ସମୟ। ନବରାତ୍ରିରେ ଗୌରୀ ପୁଅ ପାଇଁ ଏହି ମାନସିକ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଲୁଚାଇ ସାରାଙ୍କ ହାତ ଧରି ବୁଲୁଛନ୍ତି କାର୍ତ୍ତିକ, ଫଟୋ ଭାଇରାଲ

ମୁମ୍ବାଇ: ସୈଫ ଲଳନା ସାରା ଅଲ୍ଲି ଖାନ୍‌ ‘କଫି ଉଇଥ୍‌ କରନ୍‌’ ଶୋ’ରେ କାର୍ତ୍ତିକ ଆର୍ୟନଙ୍କୁ ନେଇ ନିଜର ମନକଥା କହିବା ଦିନଠାରୁ ଚର୍ଚ୍ଚାରେ ରହିଆସୁଛନ୍ତି।...

ଦୁର୍ଘଟଣାର ଶିକାର ହେଲେ ଅଭିନେତ୍ରୀ

ବମ୍ବେ: ଶୁଟିଂ ବେଳେ ଆହତ ହୋଇଛନ୍ତି ଅଭିନେତ୍ରୀ ନୁସରତ ଭରୁଚା। ଆଗାମୀ ଫିଲ୍ମ ‘ଛୋରି ୨’ର ଶୁଟିଂ ସେଟ୍‌ରେ ସେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ତାଙ୍କ...

ବିବାହ କଥା ଲୁଚାଇଥିଲେ ଏହିସବୁ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀମାନେ ଲାଇମ୍‌ ଲାଇଟ୍‌ ପରେ ବି କିଛି କଥାକୁ ସିିକ୍ରେଟ୍‌ ରଖିଥାନ୍ତି। ଏପରିକି ଫ୍ୟାନ୍‌ମାନଙ୍କୁ ବର୍ଷବର୍ଷ ଧରି ଏସବୁ କଥା ଜଣାପଡ଼ି ନ ଥାଏ।...

ମୁମ୍ବାଇରେ ଘରକୁ ଘର ବୁଲୁଛନ୍ତି ରିୟା ଚକ୍ରବର୍ତ୍ତୀ

ଡ୍ରଗ୍ସ ମାମଲାରେ ଏକ ମାସ ଜେଲରେ ରହିବା ପରେ ଜାମିନରେ ମୁକ୍ତ ହୋଇଥିବା ରିୟା ଚକ୍ରବର୍ତ୍ତୀଙ୍କ ପାଇଁ ବର୍ତ୍ତମାନ ଆଉ ଏକ ନୂଆ ସମସ୍ୟା ସୃଷ୍ଟି...

ଅଭିନେତ୍ରୀ ଲୌରା ବେଲ୍‌ କରୋନାରେ ସଂକ୍ରମିତ

ଓ୍ବାଶିଂଟନ,୨୬।୩: ଆମେରିକା ଚଳଚ୍ଚିତ୍ର ଦୁନିଆର ଅଭିନେତ୍ରୀ ଲୌରା ବେଲ୍‌ ବଣ୍ଡି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ୩୮ ବର୍ଷୀୟା ଏହି ଅଭିନେତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ...

କରୋନା ପରେ ଏବେ ନିମୋନିଆ

ବମ୍ବେ: କରୋନା ପରେ ସୁରସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କୁ ନିମୋନିଆ। ଫଳରେ ଚିକିତ୍ସା କରୁଥିବା ଡାକ୍ତରଙ୍କ ଚିନ୍ତା ବଢ଼ିଛି। ସେ କରୋନାରେ ଆକ୍ରାନ୍ତ ହେବାପରେ ତାଙ୍କୁ ମୁମ୍ବାଇର...

ପ୍ରଭାସଙ୍କୁ ଡେଟ୍‌ କରୁଛନ୍ତି କ୍ରିତି!

ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ଅଭିନେତ୍ରୀ କ୍ରିତି ସାନନ୍‌ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ‘ଆଦିପୁରୁଷ’କୁ ନେଇ ଏବେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଏହି ଫିଲ୍ମଟି ଆସନ୍ତା ବର୍ଷ...

ଶାହିଦଙ୍କୁ ପ୍ରଥମ ଦେଖାରେ ହୃଦୟ ଦେଇ ବସିଥିଲେ ଏହି ଅଭିନେତ୍ରୀ, ଦୁଇ ମାସ ଯାଏ ପଛରେ ପଡ଼ି କରିଥିଲେ ପ୍ରପୋଜ୍‌

ବମ୍ବେ: ଦିଲ୍ଲୀରେ ଜନ୍ମ ହୋଇଥିଲେ ହେଁ ମୁମ୍ବାଇ ପାଲଟିଛି ନୂଆ ଠିକଣା। ମା’ବାପା ଅଲଗା ହେବା ପରେ ବାପାଙ୍କସହ ସ୍ବପ୍ନର ସହରକୁ ଚାଲିଆସିଥିଲେ ଅଭିନେତା ଶାହିଦ...

Advertisement
Archives

Model This Week