ଅମ୍ବାନୀଙ୍କୁ କାଟିଲେ ଆଦାନୀ, ଜୁକରବର୍ଗ ପଡ଼ିଲେ ପଛରେ

ନୂଆଦିଲ୍ଲୀ,୪।୨: ଅମ୍ବାନୀଙ୍କୁ ପଛରେ ପକାଇଲେ ଆଦାନୀ। ଏବେ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ପାଲଟିଛନ୍ତି ସେ। ଫୋର୍ବସ ରିୟଲ୍‌ ଟାଇମ୍‌ ବିଲେନିୟର୍ସ ରିପୋର୍ଟ ତାଲିକାରେ ଗୌତମ ଅଦାନୀ ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ସ୍ଥାନିତ ହୋଇଛନ୍ତି। ଏଥିରେ ମୁକେଶ ଅମ୍ବାନୀ ୧୧ତମ ସ୍ଥାନରେ ରହିଛନ୍ତି। ଆଦାନୀଙ୍କ ପାଖରେ ୯୦ ବିଲିୟନ୍‌ ଡଲାର ସମ୍ପତ୍ତି ଥିବା ବେଳେ ଅମ୍ବାନୀଙ୍କ ପାଖରେ ୮୯ ବିଲିୟନ୍‌ ଡଲାର ସମ୍ପତ୍ତି ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ମୁକେଶ ଅମ୍ବାନୀ ୨.୨ ବିଲିୟନ୍‌ ଡଲାର କ୍ଷତି ସହିଥିଲେ। ସେହିଭଳି ଫେସବୁକ୍‌ ସିଇଓ ମାର୍କ ଜୁକରବର୍ଗ ସବୁଠାରୁ ଅଧିକ ୨୯.୭ ବିଲିୟନ୍‌ ଡଲାର କ୍ଷତି ସହିଛନ୍ତି। ଫଳରେ ତାଙ୍କର ମୋଟ ସମ୍ପତ୍ତି ହ୍ରାସ ପାଇ ୮୪.୮ ବିଲିୟନ୍‌ ଡଲାରରେ ପହଞ୍ଚିଛି। ସେ ବିଶ୍ୱ ଧନୀ ତାଲିକାର ୧୨ତମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦ ହାଉସରେ ଆଜି ମୋଦିଙ୍କୁ ଭେଟିବେ ସୌଦି ଅରବ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ/ରିୟାଦ,୧୧।୯: ଭାରତରେ ଆୟୋଜିତ ଜି -୨୦ ଶିଖର ସମ୍ମିଳନୀରେ ସୌଦି ଆରବର ପ୍ରଧାନମନ୍ତ୍ରୀ ତଥା କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଅଲ ସୌଦ ଯୋଗ...

ଗୁଜରାଟରେ ବର୍ଷାବିତ୍ପାତ: ୪୮ ଘଣ୍ଟାରେ ୯ ମୃତ

ଅହମଦାବାଦ, ୩୦।୬: ଗୁଜରାଟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। କେତେକ ଅଞ୍ଚଳରେ ଗତ ୩୦ ଘଣ୍ଟା ମଧ୍ୟରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି।...

ଲାଠିଚାର୍ଜ କରିଥିବା ପୋଲିସଙ୍କୁ ପ୍ରସାଦ ଦେଲେ ଅନ୍ନଦାତା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଅନ୍ନଦାତା ଆନ୍ଦୋଳନ କରିଛନ୍ତି। ଅନ୍ନଦାତାଙ୍କ ବିରୋଧରେ ପୋଲିସମାନେ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରିବା ସହିତ ପ୍ରବଳ ଥଣ୍ଡାରେ...

ଆଜି ମୟୂରଭଞ୍ଜରେ ଏନ୍‌ଏସ୍‌ଏସ୍‌ଏଚ୍‌ କର୍ମଶାଳା

ଭୁବନେଶ୍ୱର,୨୭।୧୨: ଦେଶର ବିକାଶ ପାଇଁ ସରକାର ଅନେକ ଯୋଜନା କରୁଛନ୍ତି ହେଲେ ଉକ୍ତ ଯୋଜନାର ଠିକ୍‌ ପରିଚାଳନାର ଅଭାବ ଯୋଗୁ ବାସ୍ତବ ଆଭିମୁଖ୍ୟ ଓ ପ୍ରକୃତ...

ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀକୁ ପ୍ରଶଂସା କଲେ ଆନନ୍ଦ ମହିନ୍ଦ୍ରା, ଶାହାରୁଖ

ପାଟନା,୨୬।୧: ବିହାର ଶିକ୍ଷା ବ୍ୟବସ୍ଥା ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ସେଠାକାର ଜଣେ ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀ ଭାଇରାଲ ହେବାରେ ଲାଗିଛି। ସରକାରୀ ସ୍କୁଲର...

ଗୁଳି ମାନିଲାନି ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌: ନୂଆ ଜୀବନ ପାଇଲେ କନଷ୍ଟେବଳ

ଫିରୋଜାବାଦ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧର ନିଆଁ ଜଳୁଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାର ବାତାବରଣ ସୃଷ୍ଟି ହୋଇଛି। ଏତିକି ବେଳେ...

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଶବ-ବ୍ରଜେଶ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ଲକ୍ଷ୍ନୌର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ଯୋଗୀଙ୍କ ୨.୦ଇଂନିସ ଆରମ୍ଭ ହୋଇଛି। ଯୋଗୀଙ୍କ ସହ ୨ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।...

ପୁଅ, ମନ୍ତ୍ରୀଙ୍କଠାରୁ ଗରିବ ନୀତୀଶ

ପାଟନା, ୨।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ପୁଅ ନିଶାନ୍ତ ଏପରିକି କ୍ୟାବିନେଟ ମନ୍ତ୍ରୀଙ୍କଠାରୁ ଗରିବ। ସର୍ବସାଧାରଣଙ୍କ ଅବଗତି ନିମନ୍ତେ ନୀତୀଶ ଓ ତାଙ୍କ...

Advertisement
Archives

Model This Week