ପୁରୀରେ ଗୌତମ ଆଦାନୀ

ପୁରୀ,୨୮ା୬: ଓଡ଼ିଶାରେ ପହଞ୍ଚିଛନ୍ତି ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ପୁରୀ ଆସିଛନ୍ତି। ପୁରୀରେ ବିଭିନ୍ନ ସେବାମୂଳକ କାର୍ଯ୍ୟରେ ଭାଗ ନେବେ। ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଓ ଆଲୋଚନା ହେବ ବୋଲି ସୂଚନାରୁ ପ୍ରକାଶ।

ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା।

ଅନ୍ୟପଟେ ମହାବାହୁଙ୍କ ରଥ ବିଳମ୍ବରେ ଗଡ଼ିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଭକ୍ତଙ୍କ ସମାଗମ ହୋଇଛି। ଯେଉଁ କାରଣରୁ କର୍ଡନ ଭିତରକୁ ଭକ୍ତମାନେ ପଶିଆସିଥିଳେ। ସେମାନଙ୍କୁ ବାହାର କରାଯିବା ପରେ ରଥ ଟଣାଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri